Posted inଖେଳ

ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍‌ର ଟାର୍ଗେଟ୍‌

ବିଶାଖାପଟନମ୍‌,୧୪।୬: ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ୧୮୦ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଟସ୍‌ରେ ହାରିବା ପରେ ଟିମ୍‌ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିବାରେ ସଫଳ ହୋଇଥିଲା। ଭାରତୀୟ ଟିମ୍‌ରୁ ଋତୁରାଜ ଗାଏକଓ୍ବାଡ ଏବଂ ଈଶାନ କିଶନ ଯଥାକ୍ରମେ ୫୭ ଏବଂ ୫୪ ରନ୍‌ କରିଥିଲେ। ସେହିଭଳି ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୩୧ ରନ୍‌ କରିଥିଲେ।

ପ୍ରକାଶ ଯେ, ଦକ୍ଷିଣ ଆଫ୍ରିକା ବିପକ୍ଷ ପୂର୍ବ ଦୁଇ ଟି୨୦ରେ ଟିମ୍‌ ଇଣ୍ଡିଆକୁ ପରାଜିତ ହେବାକୁ ପଡ଼ିଛି। ଏଣୁ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ ‘କର ବା ମର’ ମ୍ୟାଚ୍‌ ଭାରତ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। ନଚେତ ଦକ୍ଷିଣ ଆଫ୍ରିକା ଟିମ୍‌ ବେଶ ସହଜରେ ସିରିଜ ବିଜେତା ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri