Posted inଖେଳ

ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍‌ର ଟାର୍ଗେଟ୍‌

ବିଶାଖାପଟନମ୍‌,୧୪।୬: ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌କୁ ୧୮୦ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଟସ୍‌ରେ ହାରିବା ପରେ ଟିମ୍‌ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିବାରେ ସଫଳ ହୋଇଥିଲା। ଭାରତୀୟ ଟିମ୍‌ରୁ ଋତୁରାଜ ଗାଏକଓ୍ବାଡ ଏବଂ ଈଶାନ କିଶନ ଯଥାକ୍ରମେ ୫୭ ଏବଂ ୫୪ ରନ୍‌ କରିଥିଲେ। ସେହିଭଳି ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୩୧ ରନ୍‌ କରିଥିଲେ।

ପ୍ରକାଶ ଯେ, ଦକ୍ଷିଣ ଆଫ୍ରିକା ବିପକ୍ଷ ପୂର୍ବ ଦୁଇ ଟି୨୦ରେ ଟିମ୍‌ ଇଣ୍ଡିଆକୁ ପରାଜିତ ହେବାକୁ ପଡ଼ିଛି। ଏଣୁ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ ‘କର ବା ମର’ ମ୍ୟାଚ୍‌ ଭାରତ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। ନଚେତ ଦକ୍ଷିଣ ଆଫ୍ରିକା ଟିମ୍‌ ବେଶ ସହଜରେ ସିରିଜ ବିଜେତା ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜମ୍ମୁ-କଶ୍ମୀରରେ ରହୁଥିବା ଏହି କ୍ରିକେଟରଙ୍କ ପାଇଁ ରକ୍ଷକ ସାଜିଲେ ସେନା, ଘରେ ନେଇ ପହଞ୍ଚାଇଲେ ଔଷଧ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରରେ ରହୁଥିବା ଦିଲ୍ଲୀ ରଣଜୀ ଟିମର ପୂର୍ବତନ ଅଧିନାୟକ ମିଥୁନ ମାନହସ୍‌ଙ୍କ ପରିବାର ଲୋକଙ୍କ ପାଇଁ ରକ୍ଷକ ସାଜିଛନ୍ତି ଭାରତୀୟ ସେନା। ମିଥୁନଙ୍କ...

୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ବାତିଲ: ଭାରତ ହେଲା ୨୦୨୨ ସଂସ୍କରଣ ଆୟୋଜକ

ନୂଆଦିଲ୍ଲୀ,୧୮। ୧୧ (ପି.ଟି.): ଭାରତରେ ଆୟୋଜନ ହେବାକୁ ଥିବା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌କୁ ଫିଫା ବାତିଲ କରିଛିି। ଏହା ୨୦୨୦ରେ ଆୟୋଜନ ହେବାର...

ରୋହିତଙ୍କ ବ୍ୟାଟିଂର ଫ୍ୟାନ୍‌ ପାଲଟିଲେ ରଣବୀର ସିଂହ

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ର ୫୧ତମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟନ୍ସ ମୁହାଁମୁହିଁ ହେଉଛନ୍ତି। ଏହି ହାଇଭୋଲ୍ଟେଜ୍‌ ମୁକାବିଲାରେ ଗୁଜରାଟ ଅଧିନାୟକ...

କ୍ରୀଡ଼ା ଖବରଦାତା ସମୀର ଗୋସ୍ବାମୀଙ୍କ ପରଲୋକ

କୋଲକାତା, ୧୯।୪ (ପି.ଟି.): ଜଣାଶୁଣା ତଥା ଅଭିଜ୍ଞ କ୍ରୀଡ଼ା ଖବରଦାତା ସମୀର ଗୋସ୍ବାମୀ ୬୫ ବର୍ଷ ବୟସରେ ଶନିବାର ପରଲୋକ ଗମନ କରିଛନ୍ତି। ସେ ହୃଦ୍‌ଘାତ୍‌ରେ...

ମଙ୍ଗଳବାର ଭାରତ-ଶ୍ରୀଲଙ୍କା ପ୍ରଥମ ଏକଦିବସୀୟ: ସିରିଜ ଜିତିବା ଟିମ୍‌ ଇଣ୍ଡିଆର ଲକ୍ଷ୍ୟ…

ଗୁଆହାଟୀ,୯।୧ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁଥିବା ତିନୋଟି ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚ ୧୦ ଜାନୁଆରୀ ମଙ୍ଗଳବାର ଖେଳାଯିବ। ଦୁଇ ଦଳ ମଧ୍ୟରେ...

ଲାଇଭ୍‌ ମ୍ୟାଚ୍‌ ଚାଲିଥିବାବେଳେ ଏମିତି କାମ କଲେ ଦୁଇ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ସିଡନୀ,୨୩।୧୨: ବିଗ ବ୍ୟାସ ଲିଗ (ବିବିଏଲ୍‌ ୨୦୨୧)ର ଏହି ସିଜିନ୍‌ ଏବେ ଚାଲିଛି। ସିଡନୀ ସିକ୍ସର୍ସ ଏବଂ ଆଡିଲେଡ ଷ୍ଟ୍ରାଇକର୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ପ୍ରଶଂସକମାନେ...

କପିଳ ଦେବଙ୍କ କ୍ଲବରେ ଜାଡେଜା

ନୂଆଦିଲ୍ଲୀ,୬।୮: ମହାନ ଅଲରାଉଣ୍ଡର ତଥା ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ଲବରେ ରବୀନ୍ଦ୍ର ଜାଡେଜା ସାମିଲ ହୋଇଛନ୍ତି। ଟ୍ରେଣ୍ଟ ବ୍ରିଜଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା...

ଅଧିନାୟକ ଭାବେ ଫେରିଲେ ପୋଲାର୍ଡ

ସେଣ୍ଟ. ଜୋନ୍ସ(ଆଣ୍ଟିଗୁଆ),୧।୧: ଅଧିନାୟକ ଭାବେ ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ କରିନ ପୋଲାର୍ଡ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇଂଲଣ୍ଡ ଓ ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜରେ ସେ...

Advertisement
Archives

Model This Week