Posted inଖେଳ

ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଦିନିକିଆ: ଟସ୍‌ ଜିତିଲା ଶ୍ରୀଲଙ୍କା

କଲମ୍ବୋ,୨୦।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥି ସହିତ ଶ୍ରୀଲଙ୍କା ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ପୂର୍ବ ମ୍ୟାଚ ଅପେକ୍ଷା ବ୍ୟାଟିଂ ପାଇଁ ଏହି ଉଇକେଟ ଭଲ ବୋଲି ଶ୍ରୀଲଙ୍କାର ଅଧିନାୟକ ଦାସୁଲ ଶନାକା କହିଛନ୍ତି। ଶିଖର ଧାୱନଙ୍କ ନେତୃତ୍ୱରେ ଭାରତ ପ୍ରଥମ ଦିନିକିଆରେ ୭ ଉଇକେଟରେ ବିଜୟ ହାସଲ କରି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?