Posted inଖେଳ

ଫାଇନାଲ ପୂର୍ବରୁ ଶ୍ରୀଲଙ୍କାକୁ ଝଟକା, ବାଦ୍‌ ପଡିପାରନ୍ତି ଏହି ଖେଳାଳି

କଲମ୍ବୋ,୧୫।୯: ୨୦୨୩ ଏସିଆ କପର ଫାଇନାଲ ମ୍ୟାଚ ସେପ୍ଟେମ୍ବର ୧୭ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଏହାର ଠିକ୍‌ ପୂର୍ବରୁ ଶ୍ରୀଲଙ୍କା ପାଇଁ ଏକ ଖରାପ ଖବର ଆସିଛି। ଦଳର ଶ୍ରେଷ୍ଠ ବୋଲର ମହିଶ ଥେକ୍ସାନା ଆହତ ହୋଇଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚରେ ମହିଶ ଆହତ ହୋଇଥିଲେ। ମ୍ୟାଚ ସମୟରେ ସେ ଅନେକ ଥର ମଇଦାନରୁ ବାହାରି ଯାଇଥିଲେ। ବର୍ତ୍ତମାନ ତାଙ୍କ ବିଷୟରେ କୌଣସି ଅପଡେଟ୍‌ ମିଳିନାହିଁ। କିନ୍ତୁ ଫାଇନାଲ ପୂର୍ବରୁ ଶ୍ରୀଲଙ୍କାଙ୍କୁ ବଡ଼ ଝଟକା ଲାଗିଛି।

କଲମ୍ବୋରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନକୁ ୨ ଉଇକେଟ୍‌ରେ ହରାଇ ଶ୍ରୀଲଙ୍କା ମ୍ୟାଚ ଜିତିଥିଲା। ଏହି ବିଜୟ ସହିତ ଶ୍ରୀଲଙ୍କା ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ ସମୟରେ ଶ୍ରୀଲଙ୍କାର ବୋଲର ଥେକ୍ସାନା ଆହତ ହୋଇଥିଲେ। ସେ ଏହି ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଖେଳାଯାଇଥିବା ୫ ଟି ମ୍ୟାଚରେ ଥେକ୍ସାନା ୮ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri