
କଲମ୍ବୋ,୨୭।୭: ମଙ୍ଗଳବାର ଖେଳାଯିବାକୁ ଥିବା ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି -୨୦ ମ୍ୟାଚ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟା କରୋନା ପଜିଟିଭ ଚିହ୍ନଟ ହେବାରୁ କଲମ୍ବୋ ଖେଳାଯିବାକୁ ଥିବା ଆଜିର ମ୍ୟାଚ ଗୋଟିଏ ଦିନ ପାଇଁ ସ୍ଥଗିତ ରଖାଯାଇଛି।
କଲମ୍ବୋ,୨୭।୭: ମଙ୍ଗଳବାର ଖେଳାଯିବାକୁ ଥିବା ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି -୨୦ ମ୍ୟାଚ ସ୍ଥଗିତ ରଖାଯାଇଛି। ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟା କରୋନା ପଜିଟିଭ ଚିହ୍ନଟ ହେବାରୁ କଲମ୍ବୋ ଖେଳାଯିବାକୁ ଥିବା ଆଜିର ମ୍ୟାଚ ଗୋଟିଏ ଦିନ ପାଇଁ ସ୍ଥଗିତ ରଖାଯାଇଛି।
ନୂଆଦିଲ୍ଲୀ,୧୫।୯: ଟିମ ଇଣ୍ଡିଆର ମୁଖ୍ୟ କୋଚ ରବି ଶାସ୍ତ୍ରୀ ନିକଟରେ ଏକ ପୁସ୍ତକ ‘ଷ୍ଟାରଗେଜିଂ-ଦ ପ୍ଲେୟାର୍ସ ଇନ୍ ମାଇ ଲାଇଫ୍’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ...
ଭୁବନେଶ୍ୱର, ୨୨।୧୧(କ୍ରୀଡ଼ା ପ୍ରତିନିଧି)- ରେଡ୍ ବୁଲ୍ ଆଥଲେଟ୍ ଓ ବିଏମ୍ଏକ୍ସ ପାର୍କ କିମ୍ବଦନ୍ତୀ ଡାନିଏଲ୍ ଧେର୍ସ ଗୁରୁବାର କିଟ୍ ପରିସରରେ ଚିତ୍ତାକର୍ଷକ ଷ୍ଟଣ୍ଟ୍ (ଦୁଃସାହସିକ ସାଇକେଲ...
ଅହମ୍ମଦାବାଦ,୧୪।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆକୁ ମିଳିଛି ନୂଆ ଓପନର। ଏହି ମ୍ୟାଚ୍ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଇଶାନ...
କରାଚୀ, ୧୬ା୪ (ପି.ଟି.)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏସିଆ କପ୍ ବାତିଲ ସପକ୍ଷରେ ନାହିଁ ବୋଲି କହିଛନ୍ତି ଏହାର ଚେୟାରମ୍ୟାନ ଏହେସାନ ମନି। ଆସନ୍ତା...
ନୂଆଦିଲ୍ଲୀ, ୧୭।୪- ଦୀର୍ଘ ଦୁଇବର୍ଷ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଟେନିସରୁ ଦୂରେଇ ରହିବାପରେ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ ଭାରତର ସାନିଆ ମିର୍ଜା। ଲକ୍ଷ୍ୟଥିଲା ଟୋକିଓ ଅଲିମ୍ପିକ୍ସ। ମାତ୍ର କରୋନା...
ଅହମ୍ମଦାବାଦ,୩୦।୪ : ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଗରେ ୧୮୦ ରନ୍ର ଟାର୍ଗେଟ ଛିଡ଼ା କରିଛି କିଙ୍ଗ୍ସ ପଞ୍ଜାବ। ଅଧିନାୟକ ଲୋକେଶ...
ଇସଲମାବାଦ,୧୩।୯: ବିରାଟ କୋହଲି ଟି -୨୦ ବିଶ୍ୱକପ ପରେ ଟିମ ଇଣ୍ଡିଆର ଟି -୨୦ ଏବଂ ଦିନିକିଆ ଦଳର ଅଧିନାୟକ ପଦ ଛାଡିବେ ଏବଂ ରୋହିତ...
ନୂଆଦିଲ୍ଲୀ,୩୦।୬ : ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ...