Posted inଖେଳ

ଦୃଢ଼ ସ୍ଥିତିରେ ଭାରତ

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ସମାପ୍ତ ହୋଇଛି। ଭାରତୀୟ ଦଳ ଶନିବାର ୮ ଉଇକେଟ ହରାଇ ୫୭୪ ରନ୍‌ କରି ପାଳି ଘୋଷଣା କରିଥିଲା। ଏହା ପରେ ବ୍ୟାଟିଂ କରିବାକୁ ଆସିଥିବା ଶ୍ରୀଲଙ୍କା ଦଳ ଷ୍ଟମ୍ପ ଅପସାରଣ ବେଳକୁ ମାତ୍ର ୧୦୮ ରନ୍‌ରେ ୪ ଉଇକେଟ ହରାଇଛି। ଫଳରେ ଭାରତ ନିଜକୁ ଦୃଢ଼ ସ୍ଥିତିରେ ରଖିବାରେ ସଫଳ ହୋଇଛି। ଭାରତ ପକ୍ଷରୁ ଅଶ୍ୱିନ ୨ଟି ଉଇକେଟ ନେଇଥିବା ବେଳେ ଜାଡେଜା ଓ ବୁମ୍‌ରା ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପିଟର କ୍ରାଉଚ୍‌ଙ୍କ ଅବସର

ଲଣ୍ଡନ,୧୩।୭(ଏଏଫ୍‌ପି)- ଇଂଲଣ୍ଡ ପୂର୍ବତନ ଷ୍ଟ୍ରାଇକର ପିଟର କ୍ରାଉଚ୍‌ ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଦୁଇ ଦଶନ୍ଧି ଧରି ସଫଳତାର ସହ ପେସାଦାର ଫୁଟବଲ ଖେଳିବାପରେ ସେ...

ମେଡିକାଲରୁୁ ଡିସ୍‌ଚାର୍ଜ ହେଲେ ଲାରା

ମୁମ୍ବାଇ,୨୬।୬- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କୁ ମେଡିକାଲରୁ ବୁଧବାର ଡିସ୍‌ଚାର୍ଜ କରାଯାଇଛି। ଛାତିରେ ଯନ୍ତ୍ରଣା ହେଉଥିବାରୁ ସେ ମଙ୍ଗଳବାର...

ନପଚାରି ଦେଇଦେଲେ ଡିଆର୍‌ଏସ୍‌; ରାଗରେ ବାବର କହିଲେ ‘ଅଧିନାୟକ ମୁଁ’

ଦୁବାଇ,୧୦।୯: ବର୍ତ୍ତମାନ ଭଲ ଫର୍ମରେ ଅଛି ପାକିସ୍ତାନ କ୍ରିକେଟ ଟିମ୍‌। ଦମ୍‌ଦାର ପ୍ରଦର୍ଶନ ଯୋଗୁ ଏସିଆ କପ୍‌ ୨୦୨୨ ସିଜନ ଫାଇନାଲରେ ଦଳ ସ୍ଥାନ ପକ୍କା...

ଆର୍‌ସିବି-ହାଇଦ୍ରାବାଦ ମ୍ୟାଚ୍‌ରେ ନିଆରା ଦୃଶ୍ୟ: ଗୋଟିଏ ମ୍ୟାଚ୍‌ରେ ନଜର ଆସିଲେ ୪ ଦେଶର ଅଧିନାୟକ

ଆବୁଧାବି,୭।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୦ ର ଦ୍ୱିତୀୟ ଏଲିମିନେଟର ମ୍ୟାଚ୍‌ ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳା ଯାଇଛି। ଉଭୟ...

ଇଂଲଣ୍ଡ ଗସ୍ତ: ପାକିସ୍ତାନୀ କିଟ୍‌ରେ ଶହିଦ୍‌ ଆଫ୍ରିଦି ଫାଉଣ୍ଡେଶନ ଲୋଗୋ ରହିବ

କରାଚୀ,୯।୭(ପି.ଟି.): ଏକ ମୁଖ୍ୟ ପ୍ରାୟୋଜକ ପାଇବା ପାଇଁ ସଂଘର୍ଷ କରୁଥିବା ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଶହିତ ଆଫ୍ରିଦି ଫାଉଣ୍ଡେଶନର ଲୋଗୋ ବ୍ୟବହାର କରିବ।...

ପାକିସ୍ତାନକୁ ନେଇ ଚର୍ଚ୍ଚା ବଢ଼ିବା ପରେ କଡ଼ା ଜବାବ ଦେଲେ ଗମ୍ଭୀର: କହିଲେ ‘ଆଇପିଏଲ୍‌ ଯୋଗୁ…’

ନୂଆଦିଲ୍ଲୀ,୧୮।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତୀୟ ଟିମ୍‌ ବ୍ୟସ୍ତ ଥିଲେ ହେଁ ଏବେଠାରୁ ବିଶ୍ୱକପ୍‌କୁ ନେଇ ଚର୍ଚ୍ଚା ହେବାରେ ଲାଗିଲାଣି। ଏହା ପଛର କାରଣଟି...

ସୁଲତାନ ଜୋହର କପ୍‌ ହକି: ବିଜୟରୁ ଭାରତର ଅଭିଯାନ

ଜୋହର ବାହରୁ, ୧୩।୧୦(ପି.ଟି.) – ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ନବମ ସୁଲତାନ ଜୋହର ବାହରୁ କପ୍‌ରେ ଭାରତୀୟ ଜୁନିୟର ଦଳ ବିଜୟରୁ ଅଭିଯାନ ଆରମ୍ଭ...

ଦିନିକିଆ ସିରିଜ ଜିତିଲା ଶ୍ରୀଲଙ୍କା

କଲମ୍ବୋ, ୨୯।୭- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୩୨ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି।...

Advertisement
Archives

Model This Week