Posted inଖେଳ

ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ୍‌ର ବୋଲିଂ ନିଷ୍ପତ୍ତି: ଭାରତକୁ ତୃତୀୟ ଝଟ୍‌କା

ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ବ୍ରାଏନ୍‌ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ନିକୋଲାସ ପୁରନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାପରେ ଭାରତ ବ୍ୟାଟିଂ କରି ୧୦ ଓଭରରେ ୩ ଉଇକେଟ ହରାଇ ୮୮ ରନ୍‌ କରିଛି। ଅଧିନାୟକ ରୋହିତ ଶର୍ମା(୪୦) ରନ୍‌ କରି ମଇଦାନରେ ଥିବା ବେଳେ ତାଙ୍କ ସହ ଅଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ଦଳର ତିନି ଉଇକେଟ ଭାବେ ଶ୍ରେୟାସ ଆୟର(୦), ଋଷଭ ପନ୍ତ(୧୪) ଏବଂ ସୂର୍ଯ୍ୟକୁମାର ଯାଦବ(୨୪)ଙ୍କ ଉଇକେଟ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧାରେ ରହିବ ପାକିସ୍ତାନର ଆୟୋଜକ ହେବାର ସ୍ବପ୍ନ, ବିସିସିଆଇକୁ ସମର୍ଥନ କଲେ ଏସବୁ ଦେଶ

ନୂଆଦିଲ୍ଲୀ,୨୦।୭: ୨୦୨୫ରେ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ ଲାଗି ପ୍ରସ୍ତୁତି ଚଳାଇଥିବା ପାକିସ୍ତାନ କ୍ରିକେଟ ବୋର୍ଡ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି।...

ଗୁପ୍‌ଚୁପ୍‌ ବିବାହ କଲେ ଏହି ଭାରତୀୟ କ୍ରିକେଟର, ୯ ବର୍ଷର ଅପେକ୍ଷା ପରେ ପ୍ରେମିକା ହେଲେ ଜୀବନସାଥୀ

ନୂଆଦିଲ୍ଲୀ,୨୦।୭: ଭାରତୀୟ ଅଲରାଉଣ୍ଡର ଦୀପକ ହୁଡାଙ୍କ ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ର ଏହି ବ୍ୟାଟ୍ସମ୍ୟାନ୍‌ ଜୁଲାଇ ୧୫ରେ ବିବାହ ବନ୍ଧନରେ...

ଧୋନିଙ୍କୁ ନେଇ ପ୍ରଶ୍ନ ପଚାରିଲେ ପାକିସ୍ତାନ ନାଗରିକ, କଡ଼ା ଜବାବ ଦେଲେ ହରଭଜନ

ନୂଆଦିଲ୍ଲୀ, ୨୦ା୭: ପାକିସ୍ତାନର ଅନେକ କ୍ରୀଡ଼ା ସାମ୍ବାଦିକ ଏବଂ କ୍ରୀଡା ଇନ୍‌ଫ୍ଲ୍ୟୁଏନ୍ସରମାନେ ପ୍ରାୟତଃ ଏପରି କାର୍ଯ୍ୟ କରନ୍ତି, ଯାହା ଦ଼୍ବାରା ଖେଳାଳିଙ୍କ ସହିତ ନିଜ ଦେଶକୁ...

ପ୍ରଥମେ ଦେଶ ପରେ ବିବାହ…

ଶିମଲା,୨୦।୭: ପ୍ରଥମେ ଦେଶ, ତା’ପରେ ଭାଇଙ୍କ ବିବାହ, ତେଣୁ ମ୍ୟାଚ ହେତୁ ମୁଁ ଏହି ବିବାହରେ ଯୋଗ ଦେଇ ପାରିବି ନାହିଁ। ଭାରତୀୟ ମହିଳା କ୍ରିକେଟ...

ବୁଦ୍ଧିମାନ ଲୋକଙ୍କ ଖେଳ

ପ୍ରତି ବର୍ଷର ଜୁଲାଇ ୨୦ ତାରିଖକୁ ଅନ୍ତର୍ଜାତୀୟ ଚେସ୍‌ ଦିବସ ଭାବରେ ପାଳନ କରାଯାଏ। ବୁଦ୍ଧିମାନ ଲୋକଙ୍କ ଖେଳ ଭାବରେ ପରିଚିତ ଏହି ଖେଳ ଦୁଇ...

ନୂଆ ରେକର୍ଡ କରିପାରନ୍ତି କୋହଲି, ହାତରେ ବଡ଼ ସୁଯୋଗ

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ କ୍ୟାପ୍ଟେନ ବିରାଟ କୋହଲି ମୈଦାନକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି । ଟି-୨୦ ବିଶ଼୍ବକପ୍‌ ୨୦୨୪ ଟାଇଟଲ ଜିତିବା...

ପାକିସ୍ତାନକୁ ହରାଇଲା ଭାରତ

ଦାମ୍ବୁଲା, ୨୦।୭: ଏସିଆ କପ୍‌ ମହିଳା କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଅନୁଷ୍ଠିତ ୨ଟି ମ୍ୟାଚରେ ୟୁଏଇକୁ ନେପାଳ ଓ ପାକିସ୍ତାନକୁ...

ବଢ଼ୁଛି ଅଡ଼ୁଆ, ଏବେ ହାର୍ଦ୍ଦିକଙ୍କ ହାତରୁ ଯିବ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପଦ?

ନୂଆଦିଲ୍ଲୀ,୧୯।୭: ଟି୨୦ ବିଶ୍ୱକପ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ୍‌ ଇଣ୍ଡିଆ ଲାଗି ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଫାଇନାଲରେ ବୋଲିଂରେ ବଡ଼ କାରନାମା କରିବା ପରେ ତାଙ୍କୁ ‘ହିରୋ’...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri