Posted inଖେଳ

ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଦଳ ଘୋଷଣା କଲା ୱେଷ୍ଟଇଣ୍ଡିଜ

ନୂଆଦିଲ୍ଲୀ,୮।୭: ୧୨ଜୁଲାଇରୁ ଭାରତ ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ କ୍ରିକେଟ ୱେଷ୍ଟଇଣ୍ଡିଜ ପ୍ରଥମ ଟେଷ୍ଟ ପାଇଁ ୧୩ ଜଣିଆ ଦଳ ଘୋଷଣା କରିଛ। ଡୋମିନିକା ଗ୍ରାଉଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ଏହି ଟେଷ୍ଟ ମ୍ୟାଚ ରେ, ଯେଉଁଠାରେ କ୍ରେଗ ବ୍ରୋଥୱେଟ ୱିଣ୍ଡିଜ ଦଳର କମାଣ୍ଡ ପରିଚାଳନା କରୁଥିବା ଦେଖିବାକୁ ମିଳିବ। ଏଥି ସହିତ,୨୦୨୧ ବର୍ଷ ପରେ ଅଲରାଉଣ୍ଡର ଖେଳାଳି ରହକିମ କର୍ଣ୍ଣୱାଲ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି।

ବିଶ୍ୱକପ କ୍ୱାଲିଫାୟର୍ସରେ ୱିଣ୍ଡିସ ଦଳର ଅଂଶ ଜେସନ ହୋଲ୍ଡର ଏବଂ ଅଲଜାରି ଜୋଶେଫ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ଏହା ବ୍ୟତୀତ ଦଳରେ ୨ ଜଣ ଅଣସଂରକ୍ଷିତ ଖେଳାଳି କିର୍କ ମ୍ୟାଙ୍କେଜି, ଆଲିକ ଆଥାନାଜ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳି ପ୍ରଥମ ଟେଷ୍ଟରେ ଡେବ୍ୟୁ କରିବେ ବୋଲି ଆଶା ରହିଥିଲା।

୧୩ ଜଣିଆ ଦଳ- କ୍ରେଗ ବ୍ରୋଥୱେଟ (ଅଧିନାୟକ), ଜେରମାଇନ ବ୍ଲାକଉଡ (ଉପ-ଅଧିନାୟକ), ଅଲିକ ଆଥାନାଜ, ତେଜନାରାୟଣ ଚନ୍ଦ୍ରପାଲ, ରହକିମ କର୍ଣ୍ଣୱାଲ, ଜୋଶୁଆ ଡି ସିଲଭା, ଶାନନ ଗାବ୍ରିଏଲ, ଜେସନ ହୋଲ୍ଡର୍‌, ଅଲଜାରି ଜୋଶେଫ, କିର୍କ ମ୍ୟାଙ୍କେଜ, ରେମନ ରେଫର୍‌, କେମେର ରୋଚ, ଜୋମେଲ ୱାରିକନ।

ରିଜର୍ଭ ଖେଳାଳି – ଟେଭିନ ଇମ୍ଲେକ ଏବଂ ଆକିମ ଜୋର୍ଡନ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri