Categories: ଖେଳ

ଚତୁର୍ଥ ଟି୨୦: ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜର ବ୍ୟାଟିଂ ନିଷ୍ପତ୍ତି

ଫ୍ଲୋରିଡା,୧୨।୮: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଚତୁର୍ଥ ତଥା ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଶନିବାର ଏଠାରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ ଅଧିନକ ରୋଭମାନ ପାଭେଲ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚ୍‌ରେ ଭାରତୀୟ ଟିମ୍‌ରେ କୌଣସି ପରିବର୍ତ୍ତନ କରାଯାଇଥିବା ବେଳେ ଓ୍ବେଷ୍ଟଇଣ୍ଡିଜରେ ୨ ଖେଳାଳି ବଦଳିଛନ୍ତି। ଖବର ଲେଖାଯିବା ସୁଦ୍ଧା ଦଳ ୨ ଓଭରରେ ୧ ଉଇକେଟ ହରାଇ ୧୯ ରନ୍‌ କରିଛି।

Share