Posted inଖେଳ

ଟେଷ୍ଟ କ୍ରିକେଟରେ ଯଶସ୍ବୀ ଜୟସ୍ବାଲଙ୍କ ଡେବ୍ୟୁ ନିଶ୍ଚିତ, ଏହି ନମ୍ବରରେ ମିଳିପାରେ ବ୍ୟାଟିଂ କରିବାର ସୁଯୋଗ

ନୂଆଦିଲ୍ଲୀ,୭।୭: ୧୨ ଜୁଲାଇରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତକୁ ୨ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳିବାକୁ ପଡିବ। ଏହି ଟେଷ୍ଟ ମ୍ୟାଚ ସହିତ ଟିମ ଇଣ୍ଡିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି)ର ତୃତୀୟ ସଂସ୍କରଣରେ ମଧ୍ୟ ଡେବ୍ୟୁ କରିବ। ୱିଣ୍ଡିଜ ସିରିଜ ପାଇଁ ଟିମ ଇଣ୍ଡିଆର ଖେଳାଳି ୧୧ରେ କିଛି ନୂତନ ଖେଳାଳିଙ୍କୁ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି। ଏହାର ଗୋଟିଏ ନାମ ହେଉଛି ବାମହାତୀ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ, ଯାହାର ଟେଷ୍ଟ କ୍ରିକେଟରେ ଡେବ୍ୟୁ ନିଶ୍ଚିତ ବୋଲି ବିଶ୍ୱାସ କରାଯାଉଛି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ଦ୍ୱିତୀୟ ସଂସ୍କରଣର ଫାଇନାଲ ମ୍ୟାଚରେ ଚେତେଶ୍ୱର ପୂଜାରାଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ତାଙ୍କୁ ଦଳରୁ ବାଦ୍‌ ଦିଆଯାଇଥିଲା। ଯଶସ୍ବୀ ଙ୍କ ବ୍ୟତୀତ ରିତୁରାଜ ଗାଇକୱାଡଙ୍କୁ ମଧ୍ୟ ୱିଣ୍ଡିଜ ଯାତ୍ରା ପାଇଁ ଦଳରେ ସାମିଲ କରାଯାଇଛି। ତେବେ ଯଶସ୍ବୀଙ୍କ ବିଷୟରେ ଆଶା କରାଯାଉଛି ଯେ ତାଙ୍କୁ ନମ୍ବର ୩ରେ ରଖାଯିବ।

ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ସମ୍ପର୍କରେ ପିଟିଆଇର ଖବର ଅନୁଯାୟୀ ଟେଷ୍ଟ ଫର୍ମାଟରେ ଭାରତୀୟ ଦଳ ପାଇଁ ଯଶାସୀଙ୍କ ଡେବ୍ୟ ନିଶ୍ଚିତ ହୋଇଛି। ଏହି ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ଦୁଇ ଦିନିଆ ଅଭ୍ୟାସ ମ୍ୟାଚ ଖେଳିଥିଲା, ଯେଉଁଥିରେ ଯଶସ୍ବୀଙ୍କ ବ୍ୟାଟ ସହିତ ଏକ ଅର୍ଦ୍ଧଶତକୀୟ ଇନିଂସ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri