Posted inଖେଳ

ଚତୁର୍ଥ ଟି୨୦ରେ ଜିମ୍ବାୱେକୁ ହରାଇ ସିରିଜ କବଜା କଲା ଭାରତ

ମୁମ୍ବାଇ,୧୩।୭: ଶନିବାର ହରାରେ ଖେଳାଯାଇଥିବା ଜିମ୍ବାୱେ ବିପକ୍ଷ ଚତୁର୍ଥ ଟି୨୦ ମୁକାବିଲାକୁ ୧୦ ଓ୍ବିକେଟ୍‌ରେ ବିଜୟୀ ହୋଇଛି ଭାରତୀୟ ଟିମ୍। ଏଥି ସହିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜରେ ୩-୧ ର ଅଗ୍ରଣୀ ହାସଲ କରିଛି ଭାରତ। ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ ଗିଲ ବୋଲିଂ ନିଷ୍ପତି ନେଇଥିଲେ।

ପ୍ରଥମେ ବ୍ୟାଟିଂ କରିବାକୁ ନିମନ୍ତ୍ରଣ ପାଇବା ପରେ ଜିମ୍ବାୱେ ଟିମ୍ ୧୫୩ ରନର ଟାର୍ଗେଟ ଭାରତ ଆଗରେ ରଖିଥିଲା। ଜବାବରେ ଭାରତ ବିନା କୌଣସି ଓ୍ବିକେଟ୍ ହରାଇ ୧୫ ଓଭର ୨ଟି ବଲରେ ବିଜୟ ଲକ୍ଷ୍ୟ ହାସଲ କରି କରିଛି। ଭାରତ ପାଇଁ ଓପନର ଯଶସ୍ୱୀ ଜୟସ୍ବାଲ ୫୩ ବଲରୁ ୯୩ ରନ୍ ସଂଗ୍ରହ କରିଥବା ବେଳେ ଶୁବମାନ ଗିଲ ୩୯ ବଲରୁ ଅପରାଜିତ ୫୮ ରନ୍ କରିଥିଲେ।

ଏହାପୂର୍ବରୁ ଜିମ୍ବାୱେ ପାଇଁ ସିକନ୍ଦର ରଜା ୨୮ ବଲରୁ ୪୬ ର ଏକ ଗୁରୁତ୍ୱପୂର୍ଣ୍ଣ ନକ୍ ଖେଳିଥିଲେ। ଯାହା ବଳାଇର ଜିମ୍ବାୱେ ୧୫୨ ରନର ବିଜୟ ଲକ୍ଷ୍ୟ ଧାର‌୍ୟ୍ୟ କରିଥିଲା। ଭାରତ ପାଇଁ ଖଲିଲ ଅହମଦ ୪ ଓଭରରେ ୩୨ ରନ୍ ବ୍ୟୟ କରି ୨ଟି ଓ୍ବିକେଟ୍ ନେଇଥିବା ବେଳେ ପଦାର୍ପଣ କରିଥିବା ତୁଷାର ଦେଶପାଣ୍ଡେ, ୱାସିଂଟନ ସୁନ୍ଦର, ଅଭିଷେକ ଶର୍ମା ଏବଂ ଶୀଭମ ଦୁବେ ଗୋଟିଏ ଲେଖାଏ ଓ୍ବିକେଟ୍ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri