ଭାରତ ଶୂନ ଟାରିଫ୍‌ ପ୍ରସ୍ତାବ ଦେବାରେ ବିଳମ୍ବ କରିଥିଲା: ଟ୍ରମ୍ପ୍‌

ଓ୍ବାଶିଂଟନ,୨ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତକୁ ଟାର୍ଗେଟ କରି ଅନେକ ନିରାଧାର ଦାବି ଓ ମନ୍ତବ୍ୟ ଦେଇଆସୁଥିବାବେଳେ ନିଜ ଟାରିଫ୍‌ ନିଷ୍ପତ୍ତିର ଯଥାର୍ଥତା ଦର୍ଶାଇବାକୁ ଯାଇ ନୂଆଦିଲ୍ଲୀ ଏହାର ଟାରିଫ୍‌ ଶୂନକୁ ହ୍ରାସ କରିବା ପାଇଁ ପ୍ରସ୍ତାବ ଦେଇଥିଲା ବୋଲି ସୋମବାର କହିଛନ୍ତି। କିନ୍ତୁ ସେତେବେଳକୁ ବହୁ ବିଳମ୍ବ ହୋଇଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କୁ ଭେଟିବା ପରେ ଟ୍ରମ୍ପ୍‌ ସୋସିଆଲ ମିଡିଆ ପୋଷ୍ଟରେ ଏଭଳି ଦାବି କରିଛନ୍ତି। ସେ କହିଛନ୍ତି, ଭାରତର ଅତ୍ୟଧିକ ଟାରିଫ୍‌ ଯୋଗୁ ଆମେରିକା ସେଠାରେ ସାମଗ୍ରୀ ବିକିପାରୁ ନାହିଁ। ଭାରତ ସହ ବାଣିଜ୍ୟ ସମ୍ପୂର୍ଣ୍ଣ ‘ଏକପାଖିଆ ବିପର୍ଯ୍ୟୟ’ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri