Posted inଖେଳ

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଦିନିକିଆ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ତ୍ରିନିଦାଦ,୧।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଆଜି ଖେଳାଯିବ। ଏପର୍ଯ୍ୟନ୍ତ ଭାରତ ଏବଂ ୱେଷ୍ଟଇଣ୍ଡିଜ ଦଳ ୧-୧ ବିଜୟ ହାସଲ କରିଛନ୍ତି। ତେଣୁ ଏହି ମ୍ୟାଚ୍‌ ଫଳାଫଳ ନିର୍ଦ୍ଧାଣ କରିବ।
ପୂର୍ବରୁ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚରେ ଟିମ ଇଣ୍ଡିଆ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ବିନା ପଡ଼ିଆରେ ଅବତରଣ କରିଥିଲା। ହାର୍ଦ୍ଦିକ ପାଣ୍ଡ୍ୟା ଭାରତର ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏଥି ସହିତ ରୋହିତ ଶର୍ମା ଏବଂ ବିରାଟ କୋହଲି ଫାଇନାଲ ମ୍ୟାଚରେ ଫେରିବାର ସମସ୍ତ ସମ୍ଭାବନା ରହିଛି।
ଭାରତ ଏବଂ ୱେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ ମ୍ୟାଚ ବ୍ରାଏନ ଲାରା ଷ୍ଟାଡିୟମରେ ଖେଳାଯିବ। ମଙ୍ଗଳବାର ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ୍‌ ଆରମ୍ଭ ହେବ। ଟସ ୬.୩୦ରେ ପଡିବ। ଏହି ମ୍ୟାଚ୍‌ ଡିଡି ସ୍ପୋଟର୍‌ସରେ ଦେଖିହେବ। ଜିଓ ସିନେମା ଏବଂ ଫାନକୋଡ ଆପ ମାଧ୍ୟମରେ ସିଧା ପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri