ଭାରତ ହେବ ମୋବାଇଲ ମାନୁଫାକ୍‌ଚରିଂ ହବ୍‌

ନୂଆଦିଲ୍ଲୀ,୨।୮: ଭାରତ ମୋବାଇଲ ଉତ୍ପାଦନରେ ଏକ ହବ୍‌ ହେବାକୁ ଯାଉଛି। ଉତ୍ପାଦନ ଲାଗି ସରକାର ପ୍ରଦାନ କରୁଥିବା ପ୍ରୋତ୍ସାହନ ଯୋଜନାର ଲାଭ ନେବାକୁ ୨୨ ନୂଆ କମ୍ପାନୀ ଆଗ୍ରହ ଦେଖାଇଛନ୍ତି। ଏହି କମ୍ପାନୀଗୁଡିକ ଦେଶ ମଧ୍ୟରେ ପ୍ରାୟ ୧୧ ହଜାର କୋଟି ଟଙ୍କା ନିବେଶ କରିବେ। ଆଗାମୀ ୫ ବର୍ଷରେ ଦେଶ ମଧ୍ୟରୁ ପ୍ରାୟ ୧୧.୫ ଲକ୍ଷ କୋଟି ମୋବାଇଲ ଉତ୍ପାଦନ ହେବ। କମ୍ପାନୀଗୁଡିକରେ ୧୨ ଲକ୍ଷ ଲୋକଙ୍କୁ ରୋଜଗାର ମିଳିବ ବୋଲି କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେନୋ ଇଣ୍ଡିଆର ନୂଆ ଡଷ୍ଟର ବଜାରରେ

ନୂଆଦିଲ୍ଲୀ,୧୦-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ...

ଚାଇନା ନିବେଶକଙ୍କ ଉପରେ ନଜର

ନୂଆଦିଲ୍ଲୀ,୨୩।୫: ଗତ କିଛିଦିନ ଚାଇନାରୁ ଆସୁଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ (ଏଫ୍‌ଡିଆଇ) ରୋକିବା ଉପରେ ସରକାର ନିୟମରେ ପରିବର୍ତ୍ତନ କରିଥିଲେ। ବର୍ତ୍ତମାନ ଚାଇନା ଏବଂ...

ଭାରତ ଉପରେ ୟୁଏସ୍‌ କମ୍ପାନୀଙ୍କ ନଜର

ନୂଆଦିଲ୍ଲୀ,୩୦ ।୪: ଚାଇନାରେ ମହାମାରୀ ଯୋଗୁ ବିଭିନ୍ନ ସମସ୍ୟା ଉପୁଜୁଥିବାରୁ ୟୁନାଇଟେଡ୍‌ ଷ୍ଟେଟସ ଅଫ୍‌ ଆମେରିକା(ୟୁଏସ୍‌)ର କମ୍ପାନୀଗୁଡିକ ପରିଚାଳନାରେ ସମସ୍ୟା ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ...

ୟୁନିୟନ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୧୪-୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ୧୦୦ ବର୍ଷ ପୂର୍ତ୍ତୀ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ବ୍ୟାଙ୍କର ଉପମହାପ୍ରବନ୍ଧକ...

ଭାରତରେ ଅର୍ଦ୍ଧାଧିକ କର୍ମଚାରୀଙ୍କୁ ଛଟେଇ କରିବ ହୁଆଓ୍ବି

ନୂଆଦିଲ୍ଲୀ,୨୭।୭: ଚାଇନା ସେନା ଦ୍ୱାରା ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଚାଇନା କମ୍ପାନୀଗୁଡିକ ଉପରେ ଭାରତ ସରକାର କଟକଣା ଲାଗୁ କରିଛନ୍ତି। ପ୍ରାଥମିକ...

ଏଲ୍‌ଆଇସି ଆଣିଲା ପ୍ରଧାନମନ୍ତ୍ରୀ ବୟ ବନ୍ଧନ ଯୋଜନା

ନୂଆଦିଲ୍ଲୀ,୨୭।୫: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ ସଂଶୋଧିତ ପ୍ରଧାନମନ୍ତ୍ରୀ ବୟ ବନ୍ଧନ ଯୋଜନା(ପିଏମ୍‌ଭିଭିଓ୍ବାଇ)କୁ ଶୁଭାରମ୍ଭ କରାଯାଇଛି। ଏହି ଯୋଜନା ୨୬ ମେ ୨୦୨୦ ଠାରୁ...

ଜିଓ ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ

ନୂଆଦିଲ୍ଲୀ,୨୮-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଲଞ୍ଚ ହେବାର ମାତ୍ର ୩ ବର୍ଷ ମଧ୍ୟରେ ଦେଶର ସର୍ବବୃହତ ଟେଲିକମ କମ୍ପାନୀ ହୋଇପାରିଛି। କମ୍ପାନୀର...

ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପିସିଏ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯-୯: ରିଜର୍ଭ ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପ୍ରମ୍ପଟ କରେକ୍ଟିଭ ଆକ୍ସନ(ପିସିଏ)କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବ୍ୟାଙ୍କର ନିର୍ଦ୍ଦେଶକଙ୍କ ବିରୋଧରେ ଠକେଇ ଅଭିଯୋଗ ଆସିବାରୁ ଏଭଳି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *