Posted inଜାତୀୟ

ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ,୪ା୧୨(ପି.ଟି.)-କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ଆସନ୍ତା ୮ ତାରିଖରେ ଭାରତ ବନ୍ଦ କରିବାକୁ ଡାକରା ଦେଇଛନ୍ତି। ଗୁରୁବାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା ନିଷ୍ଫଳ ହେବା ପରେ ସେମାନେ ଏହି ଆନ୍ଦୋଳନକୁ ଆଗକୁ ନେବା ଲାଗି ନିଷ୍ପତ୍ତି ନେଇଛନ୍ତି। ଶନିବାର ହେବାକୁ ଥିବା ବୈଠକରେ କେନ୍ଦ୍ର ସରକାର ସେମାନଙ୍କ ଦାବିଗୁଡ଼ିକୁ ଗ୍ରହଣ ନ କଲେ ମଙ୍ଗଳବାର ଦେଶବ୍ୟାପୀ ବନ୍ଦ ପାଳନ କରାଯିବ ବୋଲି ଚାଷୀ ନେତାମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ...

ବଢୁଛି ସଂକ୍ରମଣ, କମୁଛି ସୁସ୍ଥତା ହାର …

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

କରୋନା ଭାଇରସ: ନଏଡ଼ାରେ ହୋଇପାରେ ୪ଶହ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ବୁଧବାର ସୁଦ୍ଧା ଭାରତରେ ୧୬୬ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ଦୃଷ୍ଟିରେ...

ବିବାହ ରାତିରେ ଛାତରୁ ଡେଇଁ ପଳାଇଲେ କନ୍ୟା, କାରଣ ଜାଣିଲେ…

ଭୋପାଳ,୩୦ା୭: ମଧ୍ୟପ୍ରଦେଶର ଭିଣ୍ଡ୍‌ ଜିଲାରେ ଜଣେ କନ୍ୟା ବିବାହ ଦିନ ରାତିରେ ହିଁ ଛାତରୁ ଡେଇଁ ପଳାଇଥିଲେ। କାରଣ ବର ଜଣକ ବିବାହ କରିବା ପାଇଁ...

ଦିନେ ପିଓକେ ହେବ ଭାରତର…

ନୂଆଦିଲ୍ଲୀ,୨୭।୧୦: ଦିନେ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଂଶ ବିଶେଷ ହେବ। ଭାରତୀୟ ସେନା ଏହି ଲକ୍ଷ୍ୟ ନିଶ୍ଚିତ ପୂରଣ କରିବ। ବାୟୁସେନା କମାଣ୍ଡିଂ-ଇନ-ମୁଖ୍ୟ...

ସାକ୍ଷୀ-ଅଜିନେଶ୍‌ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ

ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ  ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ...

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ବାପାଙ୍କ ସମ୍ପତ୍ତିରେ ଝିଅର ସମାନ ଅଧିକାର

ନୂଆଦିଲ୍ଲୀ,୧୧।୮: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଯେଉଁଥିରେ କୁହାଯାଇଛି ଯେ, ଝିଅମାନଙ୍କର ପୈତୃକ ସମ୍ପତ୍ତିରେ ସମାନ ଅଧିକାର ରହିଛି। ଉତ୍ତରାଧିକାର ଅଧିନିୟମ ୨୦୦୫ରେ...

କେଜ୍‌ରିଓ୍ବାଲଙ୍କୁ ଭେଟିଲେ ସୋନୁ ସୁଦ

ନୂଆଦିଲ୍ଲୀ,୨୭।୮: ଚଳଚ୍ଚିତ୍ର ଅଭିନେତା ସୋନୁ ସୁଦ ଶୁକ୍ରବାର ସକାଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ରାଘବ ଚଢା...

Advertisement
Archives

Model This Week