Posted inଜାତୀୟ

‘ ଦିନେ ମୋଦିଙ୍କ ନାମରେ ନାମିତ ହେବ ଭାରତ ’

କୋଲକାତା,୮।୩ : ନିଜ ନାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମକରଣ କରିଛନ୍ତି। କୋଭିଡ୍‌-୧୯ ଭାକ୍ସିନ ପ୍ରମାଣପତ୍ରରେ ନିଜ ଫଟୋ ଛପାଇଛନ୍ତି। ନିଜ ଫଟୋକୁ ଇସ୍ରୋ ଦ୍ୱାରା ମହାକାଶକୁ ପଠାଉଛନ୍ତି। ଏହା ପ୍ରମାଣ କରୁଛି ପ୍ରଧାନମନ୍ତ୍ରୀ ଜଣେ ଅଂହକାରୀ ନେତା। ସେ ଦିନ ଆଉ ଦୂର ନାହିଁ, ଯେଉଁ ଦିନ ସେ ଦେଶର ନାମକୁ ନିଜ ନାମରେ ନାମିତ କରି ଦେବେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କୋଲକାତାରେ ଏକ ରାଲିକୁ ସମ୍ବୋଧନ ଦେଇ ଏଭଳି କହିଛନ୍ତି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।

ଉଲ୍ଲେଖଥାଉ କି, କୋଲକାତାର ବିଗ୍ରେଡ୍‌ ଗ୍ରାଉଣ୍ଡରେ ରବିବାର ଆୟୋଜିତ ଜନ ସମାବେଶରେ ମମତାଙ୍କୁ ପ୍ରବଳ ସମାଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଏହାର ଜବାବ ଦେବାକୁ ଯାଇ ଦିଦି କହିଛନ୍ତି, ନିର୍ବାଚନ ଆସିଲେ ଭାଜପା ନେତା ବେଙ୍ଗଲ ଆସନ୍ତି। ଖାଲି ମିଛ ପ୍ରତିଶ୍ରୁତି ବାଟନ୍ତି। ସେ ଆମକୁ ମହିଳାଙ୍କ ସୁରକ୍ଷା ସମ୍ପର୍କରେ ଲେକଚର ଦେଉଛନ୍ତି। ଭାଜପା ଶାସିତ ରାଜ୍ୟରେ ମହିଳାଙ୍କ ସ୍ଥିତି କ’ଣ ? ମୋଦିଙ୍କ ଫେଭରାଇଟ୍‌ ଗୁଜରାଟ ପରିସ୍ଥିତି ଏବେ କେଉଁଭଳି? ବୋଲି ସେ ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri