Posted inଖେଳ

ଭାରତ ହେବ ବିଶ୍ୱକପ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧।୧୦: ଆଉ କିଛି ଦିନ ପରେ ଆରମ୍ଭ ହେବ କ୍ରିକେଟ ବିଶ୍ୱକପ। ଏହାପୂର୍ବରୁ ଭବିଷ୍ୟବାଣୀ କରିଛନ୍ତି ବିଶ୍ୱର ସର୍ବଶ୍ରେଷ୍ଠ ବୋଲର ମୁଥିୟା ମୁରଲୀଥନ। ସେ କହିଛନ୍ତି, ମୋ ମତରେ, ଘରୋଇ ପରିସ୍ଥିତିରେ ଭାରତ ବିଶ୍ୱ ଚାମ୍ପିୟନ ହୋଇପାରିବ। ଅଷ୍ଟ୍ରେଲିଆ ଏବଂ ବର୍ତ୍ତମାନର ଚାମ୍ପିୟନ ଇଂଲଣ୍ଡ ମଧ୍ୟ ବିଶ୍ୱକପ ଜିତିବାର ସାମଥ୍ୟ ଅଛି କିନ୍ତୁ ଭାରତର ସମସ୍ତ ଖେଳାଳି ଫର୍ମରେ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରେ ସମନ୍ବୟ ଅଛି। ଦଳ ଏସିଆ କପ ଜିତିଥିଲା।
ଟେଷ୍ଟରେ ୮୦୦ ଉଇକେଟ, ଦିନିକିଆରେ ୫୩୪ ଏବଂ ଟି-୨୦ରେ ୧୩ ଉଇକେଟ ନେଇଥିବା ମୁରଲିଧରନ ତାଙ୍କ ବାୟୋପିକ ଫିଲ୍ମ ‘୮୦୦’ ର ପ୍ରମୋସନ ପାଇଁ ଅଭିନେତା ମଧୁର ମିତ୍ତଲଙ୍କ ସହ ଲକ୍ଷ୍ନୌରେ ଥିବା ସମୟରେ ଏହି କଥା କହିଛନ୍ତି।
ବିଶ୍ୱକପ୍‌ର ୧୩ତମ ସଂସ୍କରଣ ଅକ୍ଟୋବର ୫ରୁ ଆରମ୍ଭ ହେବ। ଫାଇନାଲ୍‌ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ। ଏଥର ୧୦ଟି ଦଳ ବିଶ୍ୱକପରେ ଭାଗ ନେବେ। ଆୟୋଜକ ଭାରତ ବ୍ୟତୀତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଶ୍ରୀଲଙ୍କା, ବାଂଲାଦେଶ, ଆଫଗାନିସ୍ତାନ, ଦକ୍ଷିଣ ଆଫ୍ରିକା ଏବଂ ନେଦରଲ୍ୟାଣ୍ଡ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ଦଳଗୁଡିକ ମଧ୍ୟରୁ ଅନେକ ଭାରତରେ ପହଞ୍ଚି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?