Posted inଜାତୀୟ

ସେନାକୁ ମିଳିବ ଶକ୍ତି: ପାକ୍‌ ସୀମାରେ ବୁଲେଟ୍‌ପ୍ରୁଫ୍‌ ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍‌ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍‌ପ୍ରୁଫ୍‌ କରିବା ନିମନ୍ତେ ସରକାର ଯୋଜନା କରୁଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଜମ୍ମୁ-କଶ୍ମୀର ସମେତ ରାଜସ୍ଥାନ, ଗୁଜରାଟ ଏବଂ ପଞ୍ଜାବର ବିଭିନ୍ନ ସୀମାନ୍ତ ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଛି। ସୀମାନ୍ତ ଅଞ୍ଚଳରେ ତୁରନ୍ତ ପହଞ୍ଚତ୍ବା ପାଇଁ ବିଭିନ୍ନ ନଦୀରେ ବିକାଶମୂଳକ ପ୍ରକଳ୍ପକୁ ମଞ୍ଜୁରୀ ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧,୫୦୦ କୋଟି ଟଙ୍କା ବ୍ୟୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କଣ କରିବି’, ରୋହିତଙ୍କ ସହ ସେଲଫି ନେବା ବେଳେ ସ୍ବିଚଅଫ ହେଲା ଫୋନ, ତା’ପରେ…

ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ବର୍ତ୍ତମାନ ସମୟର ସବୁଠାରୁ ଲୋକପ୍ରିୟ କ୍ରିକେଟର । ରୋହିତ ଯେଉଁଠାକୁ ଯାଆନ୍ତି, ତାଙ୍କ ସହିତ ସେଲଫି…

ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…

ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି।…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ

ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

ପୁଅ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି କହିଦେଲେ ଶୁଭେନ୍ଦୁଙ୍କ ମା’, ଇଲିଶି ମାଛ…

କୋଲକାତା,୯।୫: ଶନିବାର ଦିନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ସେ ଏହି ପଦବୀ ହାସଲ କରିବାରେ ପ୍ରଥମ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri