Posted inଜାତୀୟ

ଦୁନିଆର ସବୁଠାରୁ ଖରାପ ବିମାନବନ୍ଦର କିଣିବାକୁ କାହିଁକି ନିଷ୍ପତ୍ତି ନେଇଛନ୍ତି ଭାରତ-ରୁଷିଆ

ନୂଆଦିଲ୍ଲୀ,୩।୧: ଭାରତ ଏବଂ ରୁଷିଆ ମିଳିତ ଭାବେ ବିଶ୍ୱର ସବୁଠାରୁ ଖରାପ ବିମାନବନ୍ଦର କିଣିବାକୁ ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିମାନବନ୍ଦରକୁ ଉଭୟ ଦେଶ କିଣିବାକୁ ନିଷ୍ପତ୍ତି ନେଇଛନ୍ତି, ତାହାର ରୋଜଗାର କମ୍‌ ହେତୁ ବିମାନବନ୍ଦର ତାର ବିଦ୍ୟୁତ୍‌ ବିଲ ପୈଠ କରିପାରୁ ନାହିଁ। ଏହି ବିମାନବନ୍ଦରଟି ଭାରତର ପଡୋଶୀ ଦେଶ ଶ୍ରୀଲଙ୍କାରେ ଅବସ୍ଥିତ।

ଶ୍ରୀଲଙ୍କା ନ୍ୟୁଜ ୱେବସାଇଟ ନ୍ୟୁଜ ଫିଷ୍ଟର ରିପୋର୍ଟ ଅନୁଯାୟୀ, ଭାରତ ଏବଂ ରୁଷିଆ ଯେଉଁ ବିମାନବନ୍ଦରକୁ କ୍ରୟ କରିବାକୁ ଆଗ୍ରହ ଦେଖାଇଛନ୍ତି, ତାହା ଚାଇନାର ଟଙ୍କାରେ ନିର୍ମାଣ କରାଯାଇଛି। ଶ୍ରୀଲଙ୍କାର ମଟାଲା ସହରରେ ଅବସ୍ଥିତ ଏହି ବିମାନବନ୍ଦର ହମ୍ବନଟୋଟା ବନ୍ଦରଠାରୁ ପ୍ରାୟ ୧୮ କିଲୋମିଟର ଦୂରରେ। ଏହା ମଟାଲା ରାଜପକ୍ଷେ ଅନ୍ତର୍ଜାତୀୟ ବିମାନବନ୍ଦର (ଏମଆରଆଇଏ) କିମ୍ବା ହମ୍ବନଟୋଟା ବିମାନବନ୍ଦର ଭାବରେ ମଧ୍ୟ ଜଣାଶୁଣା।

ରିପୋର୍ଟ ଅନୁଯାୟୀ, ଡିସେମ୍ବର ଆରମ୍ଭରେ ଶ୍ରୀଲଙ୍କା ମଟାଲା ଅନ୍ତର୍ଜାତୀୟ ବିମାନବନ୍ଦରର କାର୍ଯ୍ୟକୁ ଏକ ଘରୋଇ ରୁଷିଆ-ଭାରତୀୟ ମିଳିତ ଉଦ୍ୟୋଗକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଥିଲା। ବନ୍ଦର ଏବଂ ବିମାନ ସେବା ସଚିବ କେ.ଡି.ଏସ ରୁୱାନଚନ୍ଦ୍ର କହିଥିଲେ ଯେ ମଟାଲା ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ କାର୍ଯ୍ୟ ରୁଷିଆ-ଭାରତୀୟ ଘରୋଇ ମିଳିତ ଉଦ୍ୟମରେ କରାଯିବ। ଏହି କମ୍ପାନୀ ବିମାନବନ୍ଦର କର୍ମଚାରୀଙ୍କ ବେତନ ଏବଂ ପାରିଶ୍ରମିକ ମଧ୍ୟ ପ୍ରଦାନ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri