ମେ’ ଶେଷ ସୁଦ୍ଧା ଭାରତକୁ ମିଳିବ ୩୦ ଲକ୍ଷ ସ୍ପୁଟନିକ୍‌-ଭି ଡୋଜ୍‌: ଅଗଷ୍ଟରେ ଉତ୍ପାଦନ ହେବ ଆରମ୍ଭ…

ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଦେଶରେ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡର ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ରୁଷିଆ ଟିକା ସ୍ପୁଟନିକ୍‌-ଭି ଟିକାକୁ ମଧ୍ୟ ବ୍ୟବହାର ପାଇଁ ଅନୁମତି ମିଳିସାରିଛି। ମେ’ ଶେଷ ସୁଦ୍ଧା ଭାରତକୂ ୩୦ ଲକ୍ଷ ଡୋଜ୍‌ ସ୍ପୁଟନିକ୍‌-ଭି ଡୋଜ୍‌ ଆସିବ। ଜୁନରେ ଏହା ୫୦ ଲକ୍ଷ ଡୋଜ୍‌ରେ ପହଞ୍ଚିବ ବୋଲି ରୁଷିଆରେ ଅବସ୍ଥାପିତ ଥିବା ଭାରତୀୟ ରାଷ୍ଟ୍ରଦୂତ ଡ. ବାଲା ଭେଙ୍କଟେଶ ବର୍ମା ସୂଚନା ଦେଇଛନ୍ତି। ଇତିମଧ୍ୟରେ ଭାରତକୁ ରୁଷିଆରୁ ପ୍ରଥମ ପର୍ଯ୍ୟାୟରେ ୧୫୦,୦୦୦ ଡୋଜ୍‌ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୬୦,୦୦୦ ଡୋଜ୍‌ ଆସି ପହଞ୍ଚିଛି। ସ୍ପୁଟନିକ୍‌ ସହିତ ଭାରତର ରେଡ୍ଡୀ ଲାବୋରେଟୋରୀର ବୁଝାମଣା ହୋଇଛି। ଏହା ଅନ୍ତର୍ଗତ ରେଡ୍ଡୀ ଲାବୋରେଟୋରୀରେ ଅଗଷ୍ଟ ମାସଠାରୁ ସ୍ପୁଟନିକ୍‌ ଟିକା ଉତ୍ପାଦନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୮୫ କୋଟି ଡୋଜ୍‌ ଉତ୍ପାଦନ କରିବାରକୁ ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri