Posted inଖେଳ

ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ

ମେଲବୋର୍ନ, ୧୦ା୫: ଭାରତୀୟ କ୍ରିକେଟ ଟିମ୍‌ ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଆଇସିସି ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟ ପାଇଁ ନିଜକୁ ପ୍ରସ୍ତୁତ କରିବା ଲାଗି ମଧ୍ୟ ନିଜ ଦେଶରେ ଜିମ୍ବାଓ୍ବେ, ନ୍ୟୁଜିଲାଣ୍ଡ, ଓ୍ବେଷ୍ଟଇଣ୍ଡିଜ ଓ ଇଂଲଣ୍ଡ ବିପକ୍ଷରେ ଟି୨୦ ମ୍ୟାଚ ଖେଳିବ।

ତେବେ ଅଷ୍ଟ୍ରେଲିଆରେ ଚଳିତବର୍ଷ ଅକ୍ଟୋବର ଓ ନଭେମ୍ବରରେ ଟି୨୦ ବିଶ୍ୱକପ୍‌ ଆୟୋଜିତ ହେବ। କାର୍ଯ୍ୟସୂଚୀ ଅନୁସାରେ ଭାରତ ନିଜ ଦେଶରେ ଜୁନ୍‌ ୯ରୁ ୧୯ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବ। ପରେ ଦଳ ଆୟର୍ଲାଣ୍ଡ ଟୁର୍‌ରେ ଯିବ। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ପୁନଃନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଟେଷ୍ଟ ଜୁଲାଇ ୧ରୁ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri