Posted inଜାତୀୟ

ଚନ୍ଦ୍ରରୁ ପଥର ଖଣ୍ଡ ଧରି ପୃଥିବୀ ଫେରିବ ଚନ୍ଦ୍ରଯାନ-୪

ନୂଆଦିଲ୍ଲୀ,୬।୨: ଭାରତ ୨୦୨୭ରେ ଚନ୍ଦ୍ରଯାନ-୪ ମିଶନ ଲଞ୍ଚ କରିବ। ଏହା ଚନ୍ଦ୍ରପୃଷ୍ଠରୁ ପଥର ଖଣ୍ଡ ଧରି ଭାରତ ଫେରିବ ବୋଲି ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂ ଗୁରୁବାର କହିଛନ୍ତି।

ଚନ୍ଦ୍ରଯାନ-୪ରେ ଓଜନଦାର ଏଲ୍‌ଭିଏମ୍‌-୩ ରକେଟର ଅନୂ୍ୟନ ୨ଟି ଅଲଗା ଲଞ୍ଚ କରାଯିବ। ଏହା ମିଶନର ୫ଟି ଭିନ୍ନ କମ୍ପୋନେଣ୍ଟକୁ ବହନ କରିବ, ଯାହା କକ୍ଷପଥରେ ଏକାଠି ହେବେ।

ଆସନ୍ତାବର୍ଷ ଗଗନୟାନ ମହାକାଶକୁ ପ୍ରେରଣ କରାଯିବ। ଏହା ଭାରତୀୟ ମହାକାଶଚାରୀଙ୍କୁ ସ୍ବତନ୍ତ୍ର ସ୍ପେସ୍‌କ୍ରାଫ୍ଟରେ ପୃଥିବୀର ନିମ୍ନ କକ୍ଷପଥକୁ ନେଇ ସେଠାରୁ ନିରାପଦର ସହ ଫେରାଇ ଆଣିବ। ଏହା ବ୍ୟତୀତ ୨୦୨୬ରେ ସମୁଦ୍ରୟାନ ଲଞ୍ଚ କରାଯିବା ଯୋଜନା ରହିଛି। ମହାସାଗରର ୬ ହଜାର ମିଟର ଗଭୀରରେ ଥିବା ଶଯ୍ୟା ଉପରେ ଗବେଷଣା ପାଇଁ ଏହି ଯାନ ୩ ଜଣ ବୈଜ୍ଞାନିକଙ୍କୁ ନେଇ ସେଠାକୁ ଯିବ ବୋଲି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀଙ୍କ ଦୁଇ ଦଫା ଦାବି ନେଇ ବିକ୍ଷୋଭ

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଗାଁ ସାଥୀ (ମେଟ୍‌)ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ସହ ଦୁଇ ଦଫା ଦାବି ପୂରଣ ଦାବିରେ…

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?