Posted inଖେଳ

ଏଥର ମଧ୍ୟ ପାକିସ୍ତାନ ସହ ଖେଳିବ ନାହିଁ ଭାରତ

ଦୁବାଇ, ୧୪।୭- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଦ୍ୱିତୀୟ ପର୍ଯ୍ୟାୟରେ ମଧ୍ୟ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ କୌଣସି ଟେଷ୍ଟ ମ୍ୟାଚ୍‌ ଖେଳାଯିବ ନାହିଁ। ଇଂଲଣ୍ଡ ବିପକ୍ଷ ଆଗାମୀ ସିରିଜରୁ ଭାରତର ଡବ୍ଲ୍ୟୁଟିସି ଅଭିଯାନ ଆରମ୍ଭ ହେବ। ନିୟମ ଅନୁସାରେ ୯ ଟେଷ୍ଟ ପ୍ଲେଇଂ ଦେଶ ୨ ବର୍ଷ ମଧ୍ୟରେ ନିଜ ପସନ୍ଦର ୬ଟି ଦଳ ବିପକ୍ଷରେ ଖେଳିବେ। ଏଥିରୁ ୩ ଦେଶ ବିପକ୍ଷରେ ଘରୋଇ ପରିବେଶରେ ଓ ୩ ଦେଶ ବିପକ୍ଷରେ ବାହାରେ ଖେଳିବେ।

ଆଗାମୀ ୨ ବର୍ଷ ମଧ୍ୟରେ ଶ୍ରୀଲଙ୍କା, ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଘରୋଇ ପରିବେଶରେ ସିରିଜ ଖେଳିବ। ସେହିପରି ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ସହିତ ସେମାନଙ୍କ ଦେଶରେ ଖେଳିବ। ଅଗଷ୍ଟ ୪ରୁ ଭାରତ-ଇଂଲଣ୍ଡ ସିରିଜ ଆରମ୍ଭ ହେବ। ୨୦୨୧ ଡିସେମ୍ବରରୁ ୨୦୨୨ ଜାନୁୟାରୀ ମଧ୍ୟରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବ ଟିମ୍‌ ଇଣ୍ଡିଆ। ଏହାପରେ ୨୦୨୨ ନଭେମ୍ବରରେ ବାଂଲାଦେଶ ଯାଇ ସିରିଜ ଖେଳିବ। ଆସନ୍ତା ବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ୪ ଟେଷ୍ଟ ବିଶିଷ୍ଟ ଘରୋଇ ସିରିଜ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri