Posted inଖେଳ

ବାଂଲାଦେଶ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ ଭାରତ

ନୂଆଦିଲ୍ଲୀ,୨୮ା୮: ଓମାନର ସାଲାହାଠାରେ ବାଂଲାଦେଶ ବିପକ୍ଷ ଏସିଆନ ୫ଏସ୍‌ ପୁରୁଷ ହକି ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ଭାରତୀୟ ମଙ୍ଗଳବାର ବାଂଲାଦେଶ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ପ୍ରତିଯୋଗିତାର ଏଲିଟ୍‌ ପୁଲ୍‌’ରେ ଭାରତ ସହ ମାଲେସିଆ, ପାକିସ୍ତାନ, ଜାପାନ, ଓମାନ ଓ ବାଂଲାଦେଶ ସ୍ଥାନ ପାଇଛନ୍ତି। ସେହିପରି ଚ୍ୟାଲେଞ୍ଜର୍ସ ପୁଲ୍‌ରେ ହଂକଂ, ଚାଇନା, ଇଣ୍ଡୋନେସିଆ, ଆଫଗାନିସ୍ତାନ, କାଜାଖସ୍ତାନ ଓ ଇରାନ ରହିଛନ୍ତି। ବାଂଲାଦେଶ ବିପକ୍ଷ ଓପିନଂ ମୁକାବିଲା ପରେ ଭାରତ ଅଗଷ୍ଟ ୩୦ରେ ଓମାନ ଓ ପାକିସ୍ତାନକୁ ଭେଟିବ। ଅଗଷ୍ଟ ୩୧ରେ ଦଳ ମାଲେସିଆ ଓ ଜାପାନ ସହ ମୁକାବିଲା କରିବ। ଏଫ୍‌ଆଇଏଚ୍‌ ୫ଏସ୍‌ ହକି ବିଶ୍ୱକପ୍‌ ୨୦୨୪ରେ ସ୍ଥାନ ପାଇବାକୁ ହେଲେ ଭାରତକୁ ପ୍ରଥମ ୩ ମଧ୍ୟରେ ରହିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri