Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌: ବ୍ରୋଞ୍ଜ ସହ ଭାରତର ଅଭିଯାନ ଆରମ୍ଭ

କାଇରୋ,୧୩ା୧୦: ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ସହ ଭାରତ ଅଭିଯାନ ଆରମ୍ଭ କରିଛି। ମହିଳା ୨୫ ମିଟର ପିସ୍ତଲ ଜୁନିୟର ଟିମ୍‌ ଇଭେଣ୍ଟରେ ଏହି ପଦକ ମିଳିଛି। ଈଶା ସିଂ, ନାମ୍ୟା କପୁର ଓ ବିଭୁତି ଭାଟିଆଙ୍କୁ ନେଇ ଭାରତୀୟ ଦଳ ବୋଞ୍ଜ ପଦକ ମୁକାବିଲାରେ ଜର୍ମାନୀକୁ ୧୭-୧ରେ ପରାସ୍ତ କରିଛି। ଏଥିସହ ଚାମ୍ପିୟନଶିପ୍‌ର ପ୍ରଥମ ଦିବସରେ ଭାରତ ପଦକ ତାଲିକାରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା ଭାରତ

ସେଞ୍ଚୁରିୟନ୍‌,୩୦।୧୨:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍‌ରେ ପରାସ୍ତ କରିଛି। ଓପନର୍‌ କେ.ଏଲ...

ଏହି କାରଣରୁ ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ ଇଂଲଣ୍ଡର ପୂର୍ବ ଅଧିନାୟକ

ନୂଆଦିଲ୍ଲୀ,୫।୭: ଇଂଲଣ୍ଡ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବିଷୟରେ ଏକ ମଜାଦାର କଥା କହିଛନ୍ତ।...

ଦଶନ୍ଧିର ଟେଷ୍ଟ ଦଳରେ କୋହଲିଙ୍କୁ ଅଧିନାୟକ ବାଛିଲେ ପଣ୍ଟିଂ

ମେଲବୋର୍ନ,୩୦।୧୨(ପି.ଟି)- ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଦଶନ୍ଧିର ଟେଷ୍ଟ ଦଳ ଚୟନ କରିଛନ୍ତି। ତାଙ୍କର ଏହି ଦଳରେ ସେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ...

ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ତୁଳନା କଲେ ଅଖତର

କରାଚୀ,୧୮।୧୦- ପୂର୍ବତନ ପାକିସ୍ତାନ ସ୍ପିଡ୍‌ଷ୍ଟାର ଶୋଏବ ଅଖତର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ ହେବାକୁ ଯାଉଥିବା ସୌରଭ ଗାଙ୍ଗୁଲିଙ୍କୁ ସମର୍ଥନ କରିଛନ୍ତି। ଏହା...

ତୃତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ମୁମ୍ବାଇ,୧୧।୧୨(ପି.ଟି.)- ନିର୍ଣ୍ଣାୟକ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବୁଧବାର ମୁହାଁମୁହିଁ ହେବେ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ଏହି...

ଆଇସୋଲେଶନ ନିୟମ ଭାଙ୍ଗି ଓ୍ବେଷ୍ଟଇଣ୍ଡିଜ ଖେଳାଳି ଦଣ୍ଡିତ

ଓ୍ବେଲିଂଟନ,୧୨।୧୧: ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ ଭାଙ୍ଗିଥିବାରୁ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟରମାନଙ୍କୁ ଦଣ୍ଡତ କରାଯାଇଛି। ଖେଳାଳିମାନଙ୍କୁ ଏଥିପାଇଁ ଟ୍ରେନିଂ ନେବାରୁ ବଞ୍ଚିତ କରାଯାଇଛି। ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ରୋହିତ, ଈଶାନ୍ତ ପ୍ରଥମ ଦୁଇ ଟେଷ୍ଟରୁ ବାଦ୍‌: ବାକି ଦୁଇଟି ମ୍ୟାଚ୍‌ ଖେଳିବା ନେଇ ଆଶଙ୍କା

ନୂଆଦିଲ୍ଲୀ,୨୫।୧୧(ପି.ଟି.): ଭାରତୀୟ ତାରକା ଓପନର ରୋହିତ ଶର୍ମା ଓ ଅଭିଜ୍ଞ ଦ୍ରୁତ ବୋଲର ଈଶାନ୍ତ ଶର୍ମା ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ଦୁଇଟି...

ତନିସ୍କାଙ୍କୁ ୧ ରୌପ୍ୟ, ୨ ବ୍ରୋଞ୍ଜ

ଭୁବନେଶ୍ୱର, ୧୮।୩ (କ୍ରୀଡ଼ା ପ୍ରତିନିଧି)- ପଶ୍ଚିମବଙ୍ଗର ଆସନସୋଲଠାରେ ଚଳିତ ମାସ ୧୧ରୁ ୧୪ ପର୍ଯ୍ୟନ୍ତ ପୂର୍ବାଞ୍ଚଳ ବନ୍ଧୁକ ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଗ...

Advertisement
Archives

Model This Week