Posted inଖେଳ

ବିଜୟ ଛକା ମାରିଲା ଭାରତ: ସେମିଫାଇନାଲ ଟିକେଟ୍‌ ନିକଟତର

ଲକ୍ଷ୍ନୌ,୨୯।୧୦: ଦିନିକିଆ ବିଶ୍ୱକପର ୨୯ତମ ମ୍ୟାଚରେ ଭାରତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୨୨୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଇଂଲଣ୍ଡ ୩୪.୫ ଓଭରରେ ୧୨୯ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ କ୍ରମାଗତ ଷଷ୍ଠ ବିଜୟ ହାସଲ କରିଛି। ଏଥି ସହିତ ୬ଟି ମ୍ୟାଚ୍‌ରେ ଏହା ଇଂଲଣ୍ଡର ପଞ୍ଚମ ପରାଜୟ। ଭାରତୀୟ ଦଳ ବର୍ତ୍ତମାନ ସେମିଫାଇନାଲରେ ପ୍ରବେଶ କରିବାକୁ ନିକଟତର ହୋଇଛି। ଏଥି ସହିତ ଇଂଲଣ୍ଡ ଦଳ ଟୁର୍ନାମେଣ୍ଟରୁ ବାଦ ପଡିବାକୁ ଯାଉଛି।
ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଟି ଉଇକେଟ ନେଇଥିବା ମହମ୍ମଦ ଶାମି ମଧ୍ୟ ଏହି ମ୍ୟାଚ୍‌ରେ ଚମତ୍କାର ବୋଲିଂ କରି ୪ଟି ଉଇକେଟ ନେଇଥିଲେ। ଅଭିଜ୍ଞ ଜସପ୍ରୀତ ବୁମ୍‌ରା ୩ ଉଇକେଟ ନେଇଥିଲେ। କୁଲଦୀପ ଯାଦବ ଦୁଇଟି ସଫଳତା ପାଇଥିଲେ ଏବଂ ରବିନ୍ଦ୍ର ଜାଡେଜା ଗୋଟିଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri