Posted inଖେଳ

ଇଣ୍ଡିଆ-ଜିମ଼୍ବାୱେ ମ୍ୟାଚ୍‌: ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲେ ଶୁଭମନ୍‌ ଗିଲ୍‌

ହରାରେ, ୭।୭: ଭାରତୀୟ ଟିମ୍‌ ଏବଂ ଜିମ଼୍ବାୱେ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଆଜି ଦ଼୍ବିତୀୟ ଦିନ । ଏହି ମ୍ୟାଚ୍‌ ହରାରେ ସ୍ପୋଟର୍‌ସ କ୍ଲବ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଛି । ଭାରତୀୟ ଟିମ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି ଅଧିନାୟକ ଶୁଭମନ୍‌ ଗିଲ୍‌ । ଏହି ମ୍ୟାଚ୍‌ରେ ପ୍ଲେଇଂ -୧୧ ରେ ବଡ଼ ପରିବର୍ତ୍ତନ କରିଛନ୍ତି ଗିଲ୍‌ । ପେସ୍‌ ବୋଲର ଖଲିଲ ଅହମ୍ମଦଙ୍କୁ ଆଜିର ମ୍ୟାଚ୍‌ରୁ ବାହାର କରାଯାଇଛି । ତାଙ୍କ ସ୍ଥାନରେ ବ୍ୟଟ୍‌ସ ମ୍ୟାନ୍‌ ସାଇ ସୁଦର୍ଶନଙ୍କୁ ସୁଯୋଗ ମିଳିଛି । ଅର୍ଥାତ ବ୍ୟାଟିଂକୁ ମଜବୁତ୍‌ କରିଛନ୍ତି ଗିଲ୍‌ ।

ସୂଚନା ଥାଉକି, ପ୍ରଥମ ମୁକାବିଲାରେ ଜିମ୍ବାୱେ ନିକଟରୁ ପରାଜୟର ସାମ୍ନା କରିଛି ଭାରତ। ଭାରତ ୧୩ ରନ୍‌ରେ ହାରି ଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଜିମ୍ବାଓ୍ବେ ୨୦ ଓଭରରେ ୯ ଉଇକେଟ ହରାଇ ୧୧୫ ରନ୍‌ କରିଥିଲା। ଜବାବରେ ଭାରତ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୦୨ ରନ୍‌ କରିଥିଲା। ଭାରତ ପକ୍ଷରୁ ଅଭିଷେକ ଶର୍ମା, ରିୟାନ ପରାଗ ଓ ଧ୍ରୁବ୍‌ ଜୁରେଲ ଏହି ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ଅଭିଷେକ ଓ ରିୟାନଙ୍କ ପାଇଁ ଏହା ଅନ୍ତର୍ଜାତୀୟ ପଦାର୍ପଣ ହୋଇଥିବା ବେଳେ ଧ୍ରୁବ ଆଗରୁ ଟେଷ୍ଟ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri