IND vs NZ Semi-Final: ଟସ୍ ଜିତି ଭାରତର ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି

ମୁମ୍ବାଇ,୧୫।୧୧: ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତର ଖେଳାଳି ଏକାଦଶରେ ଇଲେଭେନରେ କୌଣସି ପରିବର୍ତ୍ତନ ନାହିଁ। ନ୍ୟୁଜିଲ୍ୟାଣ୍ଡ ମଧ୍ୟ ଖେଳାଳି ଏକାଦଶରେ କୌଣସି ପରିବର୍ତ୍ତନ ହୋଇନାହିଁ।

୨୦୧୯ ଦିନିକିଆ ବିଶ୍ଵକପରେ ଭାରତ ନ୍ୟୁଜିଲାଣ୍ଡ ନିକଟରୁ ସେମିଫାଇନାଲରେ ପରାଜିତ ହୋଇଥିଲା ବେଳେ ପୁଣିଥରେ ୨୦୨୩ରେ ସେମିଫାଇନାଲରେ ପୁଣି ଭେଟିବ। ତେବେ ଚଳିତ ଥର ଲଗାତାର ତୃତୀୟ ବିଶ୍ୱକପରେ ଫାଇନାଲରେ ପ୍ରବେଶ ପାଇଁ ନ୍ୟୁଜିଲାଣ୍ଡ ଟିମ୍ ଲକ୍ଷ୍ୟ ରଖିଥିବା ବେଳେ ମଞ୍ଚେଷ୍ଟର ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ।

ନ୍ୟୁଜିଲ୍ୟାଣ୍ଡ ଖେଳାଳି ଏକାଦଶ: ଡିଭନ୍ କନୱେ, ରାଚିନ୍ ରବିନ୍ଦ୍ର, କେନ୍ ୱିଲିୟମ୍ସନ୍ (ଅଧିନାୟକ), ଡାରିଲ୍ ମିଚେଲ, ଟମ୍ ଲାଥାମ୍ (ୱିକେଟ୍ କିପର), ଗ୍ଲେନ୍ ଫିଲିପ୍ସ, ମାର୍କ ଚାପମାନ, ମିଚେଲ ସାଣ୍ଟନର୍, ଟିମ୍ ସାଉଥୀ, ଲକି ଫର୍ଗୁସନ୍, ଟ୍ରେଣ୍ଟ ବୋଲ୍ଟ।

ଭାରତ ଖେଳାଳି ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଜସପ୍ରୀତ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?