Posted inଖେଳ

ଟସ ଜିତିଲା ଭାରତ: ଖେଳୁଛନ୍ତି କୋହଲି

ଇନ୍ଦୋର,୧୪।୧:ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ ଇଣ୍ଡିଆ ମୋହାଲିରେ ପ୍ରଥମ ଟି -୨୦ ଜିତିଥିଲା। ଏହି ମ୍ୟାଚ ଜିତିବା ଏବଂ ସିରିଜରେ ୨-୦ ଅଗ୍ରଣୀ ହାସଲ କରିବାକୁ ଭାରତ ନଜର ରଖିଛି।
ଦୁଇଟି ପରିବର୍ତ୍ତନ ସହିତ ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରବେଶ କରିଛ। ଶୁଭମାନ ଗିଲ ଏବଂ ତିଳକ ବର୍ମାଙ୍କ ସ୍ଥାନରେ ବିରାଟ କୋହଲି ଏବଂ ଯଶସ୍ବୀ ଜୟସ୍ବାଲଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri