Posted inଖେଳ

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ରଜତ ପାଟିଦାର

ବିଶାଖାପାଟନମ୍‌,୨।୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ କେବଳ ତିନି ଜଣ ସ୍ପିନର ଏବଂ ଦୁଇ ଦ୍ରୁତ ବୋଲରଙ୍କ ସହ ପଡ଼ିଆକୁ ଆସିଛନ୍ତି। ଆହତ କାରଣରୁ ରବିନ୍ଦ୍ର ଜାଡେଜା ଏବଂ କେ.ଏଲ ରାହୁଲ ଆଉଟ ହୋଇଛନ୍ତି। ଏଥି ସହିତ ମହମ୍ମଦ ସିରାଜଙ୍କୁ ବିଶ୍ରାମ ଦିଆଯାଇଛି। କ୍ୟାପଟେନ ରୋହିତ କହିଛନ୍ତି, ଜାଡେଜାଙ୍କ ସ୍ଥାନରେ କୁଲଦୀପ, ରାହୁଲଙ୍କ ସ୍ଥାନରେ ରଜତ ପାଟିଦାର ଏବଂ ସିରାଜଙ୍କ ସ୍ଥାନରେ ମୁକେଶ କୁମାର ଖେଳୁଛନ୍ତି।
ରଜତ ପାଟିଦାର ତାଙ୍କର ଟେଷ୍ଟ ଡେବ୍ୟୁ କରୁଛନ୍ତି। ତାଙ୍କୁ କେ.ଏଲ ରାହୁଲଙ୍କ ସ୍ଥାନରେ ଦଳରେ ସାମିଲ କରାଯାଇଛି। ରଜତ ଭାରତ ପାଇଁ ଗୋଟିଏ ଦିନିକିଆ ଖେଳିଛନ୍ତି। ଏଥି ସହିତ ଶୋଏବ ବଶୀର ମଧ୍ୟ ଇଂଲଣ୍ଡ ପାଇଁ ଡେବ୍ୟୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri