Posted inଖେଳ

ଟସ୍‌ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ

ରାଜକୋଟ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ଲେଇଙ୍ଗ୍‌-୧୧ରେ ଟିମ ଇଣ୍ଡିଆ ପରିବର୍ତ୍ତନ କରିଛି। ସରଫରାଜ ଖାନ ଏବଂ ଧ୍ରୁଭ ଜୁରେଲ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ମହମ୍ମଦ ସିରାଜ ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଏକାଦଶ ଖେଳକୁ ଫେରିଛନ୍ତି। ଅକ୍ଷର ପଟେଲ ଏବଂ ମୁକେଶ କୁମାରଙ୍କୁ ବିରତି ଦିଆଯାଇଛି।
ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ୧୦୦ କିମ୍ବା ଅଧିକ ଟେଷ୍ଟ ମ୍ୟାଚ ଖେଳିବାରେ ସେ ୭୬ତମ କ୍ରିକେଟର।ସେ ଇଂଲଣ୍ଡ ପାଇଁ ୧୬ତମ ଖେଳାଳି। ଇଂଲଣ୍ଡର ଖେଳାଳିମାନେ ଏପର୍ଯ୍ୟନ୍ତ ସର୍ବାଧିକ ଟେଷ୍ଟ ମ୍ୟାଚ ଖେଳିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri