Posted inଖେଳ

ଟସ୍‌ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ

ରାଜକୋଟ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ଲେଇଙ୍ଗ୍‌-୧୧ରେ ଟିମ ଇଣ୍ଡିଆ ପରିବର୍ତ୍ତନ କରିଛି। ସରଫରାଜ ଖାନ ଏବଂ ଧ୍ରୁଭ ଜୁରେଲ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ମହମ୍ମଦ ସିରାଜ ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଏକାଦଶ ଖେଳକୁ ଫେରିଛନ୍ତି। ଅକ୍ଷର ପଟେଲ ଏବଂ ମୁକେଶ କୁମାରଙ୍କୁ ବିରତି ଦିଆଯାଇଛି।
ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ୧୦୦ କିମ୍ବା ଅଧିକ ଟେଷ୍ଟ ମ୍ୟାଚ ଖେଳିବାରେ ସେ ୭୬ତମ କ୍ରିକେଟର।ସେ ଇଂଲଣ୍ଡ ପାଇଁ ୧୬ତମ ଖେଳାଳି। ଇଂଲଣ୍ଡର ଖେଳାଳିମାନେ ଏପର୍ଯ୍ୟନ୍ତ ସର୍ବାଧିକ ଟେଷ୍ଟ ମ୍ୟାଚ ଖେଳିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri