Posted inଖେଳ

ଟସ୍‌ ଜିତିଲା ଭାରତ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳୁଥିବା ଏକାଦଶରେ ଶ୍ରେୟସ ଆୟର ଏବଂ ହନୁମା ବିହାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ଏହି ମ୍ୟାଚ ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏସନ (ପିସିଏ) ଷ୍ଟାଡିୟମରେ ଖେଳାଯାଉଛି ।
ଭାରତ (ଏକାଦଶ ଖେଳିବା):ରୋହିତ ଶର୍ମା (ଅଧିନାୟକ), ମୟଙ୍କ ଅଗ୍ରୱାଲ, ହନୁମା ବିହାରୀ, ବିରାଟ କୋହଲି, ଶ୍ରେୟସ ଆୟର, ରିଷଭ ପନ୍ତ (ଉଇକେଟ କିପର), ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ମହମ୍ମଦ ଶାମି, ଜସପ୍ରୀତ ବୁମ୍‌ରା ଏବଂ ଜୟନ୍ତ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ଟେଷ୍ଟରେ ଖେଳିବେନି ଓ୍ବିଲିୟମସନ

ଓ୍ବେଲିଂଟନ, ୧୧ା୧୨ (ଏପି)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଖେଳିବେ ନାହିଁ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। ତାଙ୍କ ସ୍ତ୍ରୀ ପ୍ରଥମ ସନ୍ତାନ ଜନ୍ମ...

କୋହଲିଙ୍କ ଚିନ୍ତା ଦୂର କଲେ ଏହି କ୍ରିକେଟର୍‌: ଦିନେ ହୋଇଥିଲେ ଗିରଫ

ଦୁବାଇ,୧୯।୧୦: ଟି -୨୦ ବିଶ୍ୱକପ୍‌ର ପ୍ରଥମ ଅଭ୍ୟାସ ମ୍ୟାଚ୍‌ରେ ଟିମ ଇଣ୍ଡିଆ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଭାରତର ବ୍ୟାଟ୍ସମ୍ୟାନ ଇଶାନ କିଶାନ ବିସ୍ଫୋରକ...

ଭାରତକୁ ବିଶ୍ୱ ଚାମ୍ପିୟନ କରିଥିବା ଖେଳାଳି ହୋଇପାରନ୍ତି ପାକିସ୍ତାନର ନୂଆ କୋଚ୍‌, କିଛି ଏଭଳି…

ଦୁବାଇ,୨୯।୧୦: ୨୦୧୧ ମସିହାରେ ଟିମ୍‌ ଇଣ୍ଡିଆ ବିଶ୍ୱକପ ଟାଇଟଲ ଜିତିଥିଲା। ଏହି ସମୟରେ ଦଳର କୋଚ୍‌ ଥିଲେ ଦକ୍ଷିଣ ଆଫ୍ରିକାର ଗ୍ୟାରି କିର୍ଷ୍ଟେନ। ଏବେ ସେ...

ଚହଲଙ୍କ ସହ ଯୋଡ଼ିକୁ ନେଇ କୁଲଦୀପ କହିଲେ ଏମିତି କଥା, ଶୁଣିଲେ କହିବେ ବାଃ

କଲମ୍ବୋ,୧୯।୭: ଦୀର୍ଘ ୨ ବର୍ଷ ପରେ ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ସ୍ପିନର କୁଲଦୀପ ଯାଦବ ଏବଂ ୟୁଜବେନ୍ଦ୍ର ଚହଲ ଏକାଠି ଖେଳିଛନ୍ତି।...

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ ଶେଫାଳି

ସିଡ୍‌ନୀ,୪ା୩(ପି.ଟି.)- ଭାରତୀୟ ମହିଳା ବ୍ୟାଟିଂ ସେନସେଶନ ଶେଫାଳି ବର୍ମା ବୁଧବାର ଆଇସିସି ମହିଳା ଟି୨୦ ଅନ୍ତର୍ଜାତୀୟ ବ୍ୟାଟ୍ସଓମେନଙ୍କ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଉଠିଛନ୍ତି। ଚଳିତ ବିଶ୍ୱକପ୍‌ରେ ଚମତ୍କାର...

ଗୋଟିଏ ଦିନ ୩୦୯ ରନ୍‌ କରି ଚମକାଇ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୯।୧୧: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ...

ମେଡିକାଲ ଇମର୍ଜେନ୍ସି : ନ୍ୟୁଜିଲାଣ୍ଡ ଗଲେ ସିନ୍ଧୁଙ୍କ କୋଚ୍‌

ହାଇଦ୍ରାବାଦ, ୧୫।୯- ଅଲିମ୍ପିକ୍ସ ରୌପ୍ୟ ତଥା ବିଶ୍ୱ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ବିଜୟିନୀ ପି.ଭି. ସିନ୍ଧୁଙ୍କ କୋରିଆ କୋଚ୍‌ କିମ୍‌ ଜି ହ୍ୟୁନ୍‌ ମେଡିକାଲ ଇମର୍ଜେନି୍ସ...

ତେନ୍ଦୁଲକର ଦେଲେ ୧ କୋଟି ଟଙ୍କା

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week