Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଭାରତ; ଉମେଶଙ୍କୁ ମିଳିଲା ସୁଯୋଗ

କେପ୍‌ ଟାଉନ,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ନିର୍ଣ୍ଣାୟକ ତଥା ତୃତୀୟ ଟେଷ୍ଟରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଆହତ ସମସ୍ୟା କାରଣରୁ ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିଥିବା ଅଧିନାୟକ ବିରାଟ କୋହଲି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଥିଯୋଗୁ ହନୁମା ବିହାରୀ ବାଦ୍‌ ପଡ଼ିଛନ୍ତି। ପୂର୍ବ ମ୍ୟାଚ୍‌ରେ ଆହତ ହୋଇଥିବା ମହମ୍ମଦ ସିରାଜ ଦଳରୁ ବାଦ୍‌ ପଡ଼ିଥିବା ବେଳେ ଉମେଶ ଯାଦବଙ୍କୁ ଦଳରେ ସୁଯୋଗ ମିଳିଛି। ବରିଷ୍ଠ ମିଡ୍‌ଲ ଅର୍ଡର ବ୍ୟାଟର ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରା ଦଳରେ ସ୍ଥାନ ବଜାୟ ରଖିଛନ୍ତି। ଏମାନଙ୍କ ଭଳି ଦଳରେ ସ୍ଥାନ ବଜାୟ ରଖିଛନ୍ତି ଅନ୍ୟ ଖେଳାଳିମାନେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାମିଲଟନ ଜିତିଲେ ମେକ୍ସିକାନ ଗ୍ରାଁ ପ୍ରି

ମେକ୍ସିକୋ ସିଟି, ୨୮ା୧୦ (ଏଏଫ୍‌ପି)-ମର୍ସିଡିଜ୍‌ରେ ଲୁଇସ୍‌ ହାମିଲଟନ ମେକ୍ସିକାନ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଜିତିିଛନ୍ତି। ଚଳିତ ସିଜନରେ ଏହା ହେଉଛି ତାଙ୍କର ୧୦ମ ଟାଇଟଲ। ଫେରାରିର...

କେଭିନ୍‌- ଅଣ୍ଡ୍ରିଆସ୍‌ କ୍ରମାଗତ ଦ୍ୱିତୀୟ ଥର ଚାମ୍ପିୟନ

ପ୍ୟାରିସ୍‌,୧୨।୧୦(ଏପି): ଜର୍ମାନୀ ଯୋଡି କେଭିନ୍‌ କ୍ରଓ୍ବିଜ୍‌ ଓ ଆଣ୍ଡ୍ରିଆସ୍‌ ମାଇସ୍‌ ଏଥର ମଧ୍ୟ ଫ୍ରେଞ୍ଚ୍‌ ଓପନ ପୁରୁଷ ଡବଲ୍ସ ଟାଇଟଲ ଜିତିଛନ୍ତି। ଶନିବାର ଅନୁଷ୍ଠିତ ପୁରୁଷ...

ଟାଇଟନ୍ସର ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ, ୬।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ...

ଛକା ବର୍ଷା ପରେ ପାଣ୍ଡ୍ୟାଙ୍କ ପାଇଁ ବାରିକେଡ୍‌ ଭାଙ୍ଗିଲେ ଫ୍ୟାନ

ନବି ମୁମ୍ବାଇ,୭।୩- କ୍ରିକେଟରଙ୍କ ଫ୍ୟାନମାନେ ମ୍ୟାଚ୍‌ବେଳେ ନିଜ ଷ୍ଟାରଙ୍କୁ ଦେଖିବା ପାଇଁ ବାରିକେଡ୍‌ ଭାଙ୍ଗିବା କିଛି ନୂଆ କଥା ନୁହେଁ। ଡି. ଓ୍ବାଇ. ପାଟିଲ ଷ୍ଟାଡିୟମରେ...

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି।...

ସ୍ବସ୍ତି ସିଂଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୩୦।୮(ତପନ ସ୍ବାଇଁ): କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରୀଡ଼ା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର...

ଡାଲମିଆ, ଧୂମଲ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ, ୨୬ା୯: ଗୋଆରେ ସୋମବାର ଅନୁଷ୍ଠିତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ଅଧିବେଶନରେ ନିଆଯାଇଥିବା ଏକ ନିଷ୍ପତ୍ତି କ୍ରମେ ବେଙ୍ଗଲ କ୍ରିକେଟ...

ଅବସର ନେଲେ ନମିତା

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି):ଓଡ଼ିଶାର ତାରକା ଅନ୍ତର୍ଜାତୀୟ ମିଡ୍‌ଫିଲ୍ଡର ନମିତା ଟପ୍ପୋ ଗୁରୁବାର ହକିକୁ ଅଲ୍‌ବିଦା ଜଣାଇଛନ୍ତି। ଆହତ ସମସ୍ୟା ଲାଗି ରହିବା ଯୋଗୁ ମାତ୍ର...

Advertisement
Archives

Model This Week