Posted inଖେଳ

ଟସ୍‌ ଜିତିଲା ଭାରତ, ବୋଲିଂ ନିଷ୍ପତ୍ତି…

ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଲଣ୍ଡନର କେନିଂଟନ୍‌ ଓଭାଲରେ ଖେଳାଯାଉଥିବା ଏହି ଏକ ଦିବସୀୟ ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ବୋଲିଂ କରିବାକୁ ଟିମ୍‌ ଇଣ୍ଡିଆ ସହିତ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଇଂଲଣ୍ଡ ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରିଛି।

ଇଂଲଣ୍ଡ ଦଳରେ ଜୋସ ବଟଲର୍‌ (ଅଧିନାୟକ ଓ୍ବିକେଟ କିପର), ଜେସନ ରୟ, ଜନି ବେୟାରଷ୍ଟୋ, ଜୋ ରୁଟ, ଲିଆମ ଲିଭିଙ୍ଗଷ୍ଟୋନ, ବେନ ଷ୍ଟୋକ୍ସ, ମୋଏନ ଅଲି, ଡେଭିଡ ୱିଲି, ବ୍ରାଇଡନ କାର୍ସେ, ମାଥ୍ୟୁ ପାର୍କିନ୍ସନ, ରିସ ଟୋପଲି, କ୍ରେଗ ଓଭରଟନ, ସାମ କୁରାନ, ଫିଲିପ ସଲ୍ଟ, ହ୍ୟାରି ବ୍ରୁକ ପ୍ରମୁଖ ଖେଳୁଥିବାବେଳେ ଟିମ୍‌ ଇଣ୍ଡିଆରେ ରୋହିତ ଶର୍ମା (ଅଧିନାୟକ),ରିଷଭ ପନ୍ତ (ଓ୍ବିକେଟ କିପର), ଶିଖର ଧାୱନ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ଜସପ୍ରୀତ ବୁମ୍ରା, ଯୁଜଭେନ୍ଦ୍ର ଚହଲ, ଅକ୍ଷର ପଟେଲ, ଶ୍ରେୟଶ ଇୟର, ମହମ୍ମଦ ସିରାଜ, ଅର୍ଶଦୀପ ସିଂ ପ୍ରମୁଖ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?