Categories: Home Leftଖେଳ

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ କରିଛି। ପ୍ରଥମ ଥର ପାଇଁ ପଦକ ଜିତି ଐତିହାସିକ ସଫଳତା ପାଇଲା ଭାରତ

 

Share