Posted inଖେଳ

ମିକ୍ସ ଡବଲ୍ସ ସ୍କ୍ବାସରେ ଭାରତକୁ ସ୍ବର୍ଣ୍ଣ

ହାଙ୍ଗଝୋ,୫।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ପାଇଛି। ମିକ୍ସ ଡବଲ୍ସ ସ୍କ୍ବାସସ ଇଭେଣ୍ଟରେ ଭାରତୀୟ ଖେଳାଳିମାନେ ଏହି ପଦକ ଜିତିଛନ୍ତି। ଏହି ଇଭେଣ୍ଟରେ ଦୀପିକା ପାଲ୍ଲିକଲ ଏବଂ ହରିନ୍ଦର ପାଲ ସିଂ ସାନ୍ଧୁ ଭାରତ ପକ୍ଷରୁ ଚ୍ୟାଲେଞ୍ଜ କରିଥିଲେ। ଏହି ଯୋଡି ଫାଇନାଲରେ ମାଲେସିଆ ଯୋଡିକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଥିଲେ।
ଦୀପିକା ଏବଂ ହରିନ୍ଦରଙ୍କ ଯୋଡି ମାଲେସିଆର ବିଣ୍ଟି ଅଜମା ଏବଂ ମହମ୍ମଦ ସଫିକଙ୍କୁ ଠାରୁ କଡ଼ା ପ୍ରତିଯୋଗିତାର ସମ୍ମୁଖୀନ ହୋଇଥିଲେ। ଏକ କଠିନ ମ୍ୟାଚରେ ଭାରତୀୟ ଯୋଡି ପ୍ରଥମ ଗେମ ୧୧-୧୦ରେ ଜିତିଥିଲେ। ଏହା ପରେ ଦୀପିକା ଏବଂ ହରିନ୍ଦର ଦ୍ୱିତୀୟ ସେଟରେ ୯-୩ରେ ଆଗୁଆ ରହିଥିଲେ ମଧ୍ୟ ମାଲେସିଆ ଯୋଡି ବ୍ୟାକ୍‌ ଟୁ ବ୍ୟାକ୍‌ ପଏଣ୍ଟକୁ ନେଇ ସ୍କୋରକୁ ସମାନ କରିଥିଲେ। ଏଠାରୁ ହରିନ୍ଦର ଦୁଇଟି ପଏଣ୍ଟ ହାସଲ କରି ୧୧-୧୦ ଦ୍ୱିତୀୟ ଗେମ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri