Posted inଖେଳ

ସିରିଜ ବରାବର କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୩।୯: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ବାଜିମାତ କରିଛି ଟିମ୍‌ ଇଣ୍ଡିଆ। ଦଳ ଏହି କର ବା ମର ମ୍ୟାଚ୍‌କୁ ୬ ଉଇକେଟରେ ଜିତିନେଇ ସିରିଜକୁ ବରାବର କରିଛି।

ଦ୍ୱିତୀୟ ଟି୨୦ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବା ମ୍ୟାଚ୍‌ର ନିର୍ଦ୍ଧାରିତ ୮ ଓଭରରେ ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୯୦ ରନ୍‌ କରିଥିଲା। ଜବାବରେ ଟିମ୍‌ ଇଣ୍ଡିଆ ଏହାକୁ ୪ ଉଇକେଟ ହରାଇ ୪ ବଲ୍‌ ଥାଇ ହାସଲ କରିବାରେ ସଫଳ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?