Posted inଖେଳ

ଜୟନ୍ତଙ୍କ ମ୍ୟାଜିକ୍‌: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ

ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍‌ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୩୭୨ ରନ୍‌ରେ ପରାସ୍ତ କରିଛି। ଫଳରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ଭାରତ ୧-୦ରେ ଜିତିନେଇଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଡ୍ର’ ରହିଥିଲା। ମ୍ୟାଚ୍‌ର ଚତୁର୍ଥ ଦିନରେ ଜୟନ୍ତ ଯାଦବ ଚମତ୍କାର ବୋଲିଂ କରିଥିଲେ। ସେ ନ୍ୟୁଜିଲାଣ୍ଡର ୪ ଖେଳାଳିଙ୍କ ପାଭିଲିୟନକୁ ପଠାଇ ଦେଇଥିଲେ।
ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୫୪୦ ରନର ଏକ ବଡ଼ ଲକ୍ଷ୍ୟ ସ୍ଥିର କରିଥିଲା। ପ୍ରଥମ ଇନିଂସରେ ୩୨୫ ରନ ସ୍କୋର କରିଥିବା ଭାରତ ଏହି ମ୍ୟାଚ ଦ୍ୱିତୀୟ ଇନିଂସରେ ୨୭୬ ରନ୍‌ରେ ପାଳି ସମାପ୍ତି ଘୋଷଣା କରିଥିଲା। ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ମାତ୍ର ୬୨ ରନରେ ଅଲଆଉଟ୍‌ ହୋଇଥିଲା। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡ ୧୬୭ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଫଳରେ ଭାରତ ମ୍ୟାଚ୍‌କୁ ୩୭୨ ରନ୍‌ରେ ଜିତିନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri