Posted inଜାତୀୟ

ଶେଷ ଟି-୨୦ ମ୍ୟାଚ୍‌: ଟସ୍‌ ଜିତିଲା ଭାରତ

ସିଡନୀ,୮।୧୨: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ସିରିଜ ଜିତି ସାରିଥିବା ଭାରତୀୟ ଦଳ ତୃତୀୟ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ ଜିତି ଭାରତୀୟ ଦଳ ସିରିଜ୍‌ କ୍ଲିନ୍‌ ସୁଇପ୍‌ କରିବାକୁ ଚାହୁଁଥିବାବେଳେ ଅଷ୍ଟ୍ରେଲିଆ ଶେଷ ମ୍ୟାଚ୍‌ ଜିତି ସମ୍ମାନ ରଖିବାକୁ ଚାହଁିବ। ସୂଚନାଯୋଗ୍ୟ, ଭାରତ ପ୍ରଥମ ମ୍ୟାଚକୁ ୧୧ ରନ ଏବଂ ଦ୍ୱିତୀୟ ମ୍ୟାଚରେ ୬ ଉଇକେଟ ବ୍ୟବଧାନରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’

ନୂଆଦିଲ୍ଲୀ,୨୦ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ବୋର୍ଡ ଓ ପ୍ରବେଶିକା ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ସୋମବାର ଆଲୋଚନା କରିବେ। ପିଲାମାନେ...

ଆସିଲା ହୋମ୍‌ କିଟ୍‌, ଏବେ ଘରେ କରିହେବ କରୋନା ଟେଷ୍ଟ୍‌…

ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍‌ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍‌ ପକ୍ଷରୁ ହୋମ୍‌ କିଟ୍‌...

ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଫେବୃୟାରୀ ୨୮ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୨୯।୧: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଗୁରୁବାର ଦେଶ ତଥା ଦେଶରୁ ନିର୍ଦ୍ଧାରିତ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଉପରେ ସ୍ଥଗିତାଦେଶକୁ ଫେବୃୟାରୀ ୨୮...

‘କୃଷି ଆଇନ ଚାଷୀଙ୍କୁ ବରବାଦ କରିଦେବ’

ଥିରୁଭାନନ୍ତପୁରମ୍‌, ୨୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ କେରଳର ଓ୍ବାୟନାଡ୍‌ରେ ଟ୍ରାକ୍ଟର ରାଲି କହିଛନ୍ତି। ଏଥିରେ ଶହେରୁ ଊର୍ଦ୍ଧ୍ୱ ଟ୍ରାକ୍ଟର ସହ...

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି...

ପ୍ରଦୂଷଣରୁ ମୁକ୍ତି: ମନ୍ଦିରରେ ମୂର୍ତ୍ତିଙ୍କଠାରେ ବନ୍ଧାଗଲା ମାସ୍କ୍‌

ବାରାଣସୀ,୬।୧୧: ବାୟୁ ପ୍ରଦୂଷଣରୁ ମୁକ୍ତି ପାଇଁ ସାଧାରଣ ଲୋକେ ମୁହଁରେ ମାସ୍କ୍‌ ପିନ୍ଧି ବୁଲୁଥିବା ଦେଖିବାକୁ ମିଳିଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର...

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର...

ଥମିନି କରୋନା ଡରାଇଲାଣି ଜିକା ଭାଇରସ

ମୁମ୍ବାଇ,୧ ।୮: କରୋନା ଭାଇରସ ଦ୍ୱାରା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଏବେ ଜିକା ଭାଇରସ ଦେଖା ଦେଲାଣି । ମହାରାଷ୍ଟ୍ର ସ୍ୱାସ୍ଥ୍ୟ...

Advertisement


Archives

Model This Week