Posted inଖେଳ

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଟସ୍‌ ଜିତି ଭାରତ ମହିଳା ଦଳର ବ୍ୟାଟିଂ ଆରମ୍ଭ

ବର୍ମିଂହାମ,୨୯।୭: ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଗ୍ରୁପ ‘ଏ’ର ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚ ଭାରତ-ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଟିମ୍‌ ମଧ୍ୟରେ ଆରମ୍ଭ ହୋଇଛି। ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଅଷ୍ଟ୍ରେଲିଆ ବୋଲିଂ ଆରମ୍ଭ କରିଛି। ଭାରତ ବ୍ୟାଟିଂ କରି ୧୩ ଓଭର ଖେଳ ସୁଦ୍ଧା ୯୭ ରନ୍‌ କରି ୩ ଉଇକେଟ ହରାଇଛି।

ପ୍ରଥମ ମ୍ୟାଚରେ ଭାରତୀୟ ମହିଳା ଦଳ ୩ ସ୍ପିନର, ୨ ପେସର, ଜଣେ ଉଇକେଟ କିପର ଏବଂ ବ୍ୟାଟରଙ୍କୁ ନେଇ ପଡ଼ିଆକୁ ଓହ୍ଲାଇଛି। ଭାରତୀୟ ଦଳରେ ସ୍ମୃତି ମନ୍ଧାନା, ଶେଫାଲି ବର୍ମା, ୟାସ୍ତିକା ଭାଟିଆ, ହରମନପ୍ରୀତ କୌର, ଜେମିମା ରୋଡ୍ରିଗସ, ହାରଲୀନ ଦେଓଲ, ଦୀପ୍ତି ଶର୍ମା, ରାଧା ଯାଦବ, ରାଜେଶ୍ୱରୀ ଗାଏକ୍ୱାଡ, ମେଘନା ସିଂହ ଓ ରେଣୁକା ତିୱାରୀ ରହିଥିବା ବେଳେ ମେଘନା ସିଂହ ଡେବ୍ୟୁ କରିଛନ୍ତି।

ଅଷ୍ଟ୍ରେଲିଆ ଦଳରେ ଆଲିସା ହେଲୀ, ବେଥ ମୋନୀ, ମେଗ ଲାନିଙ୍ଗ, ତାହଲିଆ ମ୍ୟାଗରାଥ, ରାଚେଲ ହାୟନେସ, ଆଶେଲଇଗ ଗାର୍ଡେନର, ଗ୍ରେସ ହାରିସ, ଜେସ ଜୋନାସେନ, ଆଲନା କିଙ୍ଗ, ମେଗନ ସ୍କଟ ଏବଂ ଡି ବ୍ରାଉନ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ସନରାଇଜର୍ସ

ହାଇଦ୍ରାବାଦ,୯ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଲଗାତାର ୨ଟି ମ୍ୟାଚରେ ପରାଜିତ ହୋଇଥିବା ସନରାଇଜର୍ସ ହାଇଦ୍ରାବାଦ ରବିବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ ସହ...

ଲିଜେଣ୍ଡ ଅଫ୍‌ ଚେସ୍‌ ଟୁର୍ନାମେଣ୍ଟ: ଆନନ୍ଦଙ୍କ ହ୍ୟାଟ୍ରିକ ପରାଜୟ

ଚେନ୍ନାଇ,୨୪।୭(ପି.ଟି.): ଦେଢଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଲିଜେଣ୍ଡ୍ସ ଅଫ୍‌ ଚେସ୍‌ ଅନ୍‌ଲାଇନ୍‌ ଟୁର୍ନାମେଣ୍ଟରେ ପୂର୍ବତନ ବିଶ୍ୱଚାମ୍ପିୟନ ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍‌...

ଅନ୍‌ଲାଇନ୍‌ ଚେସ୍‌ରୁ ସାଢ଼େ ୪ ଲକ୍ଷ ଟଙ୍କା ସଂଗ୍ରହ

ଚେନ୍ନାଇ,୧୨।୪(ପି.ଟି.)-ପୂର୍ବତନ ବିଶ୍ୱଚାମ୍ପିୟନ ବିଶ୍ୱନାଥନ ଆନନ୍ଦଙ୍କୁ ନେଇ ଆୟୋଜିତ ହୋଇଥିବା ଅନ୍‌ଲାଇନ୍‌ ଚେସ୍‌ ପ୍ରଦର୍ଶନୀରୁ ୪.୫ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରାଯାଇଛି। କୋଭିଡ୍‌-୧୯ ମୁକାବିଲା ପାଇଁ ଏହି...

ଏହି ମହିଳା କ୍ରିକେଟର ହେଲେ କରୋନା ପଜିଟିଭ

ଭାରତୀୟ ମହିଳା ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨ ବର୍ଷୀୟା ଏହି ତାରକା ଅଲରାଉଣ୍ଡର ଏବେ ଘରେ ନିଜକୁ...

ପଞ୍ଜାବକୁ ୧୨୩ ରନ୍‌ରେ ରୋକିଲା କୋଲକାତା

ଅହମ୍ମଦାବାଦ,୨୬।୪ : କିଙ୍ଗ୍ସ ପଞ୍ଜାବୁ ମାତ୍ର ୧୨୩ ରନ୍‌ରେ ରୋକି ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଫେଲ୍‌ ମାରିଥିଲା...

ମନ ଭାଙ୍ଗିଦେଲେ ଡି’ଭିଲର୍ସ

ଜୋହାନ୍ସବର୍ଗ, ୧୮।୫ : ଦକ୍ଷିଣ ଆଫ୍ରିକାର ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ ନାହିଁ। ଚଳିତ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଅନ୍ତର୍ଜାତୀୟ...

ବାପା ଆଉଟ୍‌ ହେବା ପରେ ରାଗରେ ପୁଅ କଲେ ଏମିତି କାମ, ଭିଡିଓ ଭାଇରାଲ୍‌

ୟୁଏଇ,୨୭।୯: ୟୁଏଇରେ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଖେଳାଯାଉଛି। ପ୍ଲେ ଅଫ ଦୌଡ଼ ପାଇଁ ପ୍ରତ୍ୟେକ ମ୍ୟାଚ ସହିତ ଆକର୍ଷଣୀୟ ହେଉଛି। ରବିବାର ଡିଫେଣ୍ଡିଂ ଚାମ୍ପିଅନ...

ଦୁର୍ଘଟଣାରେ ରେସର କୁମାରଙ୍କ ମୃତ୍ୟୁ

ଚେନ୍ନାଇ,୯ା୧(ପି.ଟି.): ସ୍ଥାନୀୟ ମାଡ୍ରାସ ଇଣ୍ଟରନ୍ୟାଶନାଲ ସର୍କିଟରେ ରବିବାର ଅନୁଷ୍ଠିତ ଏମ୍‌ଆର୍‌ଏଫ୍‌ ଏମ୍‌ଏମ୍‌ଏସ୍‌ସି ଏଫ୍‌ଏମ୍‌ଏସ୍‌ସିଆଇ ଇଣ୍ଡିଆନ ନ୍ୟାଶନାଲ କାର୍‌ ରେସିଂ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ଏକ ଦୁର୍ଘଟଣା...

Advertisement
Archives

Model This Week