Posted inଖେଳ

ମା’ଙ୍କୁ ହରାଇବା ପରେ ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଏହି କ୍ରିକେଟର୍‌

ଅନ୍ତର୍ଜାତୀୟ କ୍ରିକେଟର ପ୍ରିୟା ପୁନିଆଙ୍କ ମା’ କରୋନାରେ ମୃତ୍ୟ ବରଣ କରିଛନ୍ତି। ୨୪ ବର୍ଷୀୟା ଏହି କ୍ରିକେଟର ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଲେଖିଛନ୍ତି। ପୁନିଆ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ଆଜି ମୁଁ ଅନୁଭବ କଲି ଯେ ତୁମେ ମୋତେ ସବୁବେଳେ ଶକ୍ତିଶାଳୀ ହେବାକୁ କାହିଁକି କହୁଥିଲ? ତୁମେ ଜାଣିଥିଲ ଯେ ଦିନେ ତୁମେ ଚାଲିଯିବା ପରେ ସେହି ଦୁଃଖର ମୁକାବିଲା ପାଇଁ ମୋର ଶକ୍ତି ଦରକାର। ମା’ ତୁମର ଅନୁପସ୍ଥିତି ସବୁବେଳେ ଅନୁଭବ ହେବ। ମୁଁ ଜାଣେ ତୁମେ ସବୁବେଳେ ମୋ ସହିତ ରହିବ। ମା, ମୋତେ ମାର୍ଗଦର୍ଶନ କର … ତୁମକୁ ସବୁଦିନ ଭଲ ପାଉଥିବି। ସେ ଆହୁରି କହିଛନ୍ତି, ଜୀବନର କିଛି ଜିନିଷ ଗ୍ରହଣ କରିବା କଷ୍ଟକର। ତୁମର ସ୍ମୃତି କେବେବି ଭୁଲିପାରିବି ନାହିଁ। ଭଗବାନ ତୁମର ଆତ୍ମାକୁ ଶାନ୍ତି କରନ୍ତୁ, ମା। ଦୟାକରି ନିୟମ ଅନୁସରଣ କରନ୍ତୁ ଏବଂ ସତର୍କତା ଅବଲମ୍ବନ କରନ୍ତୁ । ଏହି ଭୂତାଣୁ ଅତ୍ୟନ୍ତ ବିପଜ୍ଜନକ।
ଏହାପୂର୍ବରୁ ଅନ୍ୟ ଜଣେ ଭାରତୀୟ ମହିଳା କ୍ରିକେଟର ବେଦା କ୍ରିଷ୍ଣମୂର୍ତ୍ତି ମଧ୍ୟ ଏହି ମାରାତ୍ମକ କରୋନା ଯୋଗୁ ତାଙ୍କ ମା ଏବଂ ଭଉଣୀଙ୍କୁ ହରାଇଥିଲେ। ସୂଚନାଯୋଗ୍ୟ, ପ୍ରିୟା ପୁନିଆଙ୍କୁ ଆଗାମୀ ଇଂଲଣ୍ଡ ସିରିଜ୍‌ ପାଇଁ ଦଳରେ ଚୟନ କରାଯାଇଛି।

Priya Punia, Priya Punia mother, india vs england, indian cricket team, cricket news


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri