Posted inଖେଳ

କର ବା ମର ମ୍ୟାଚ୍‌: ୨୭୫ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ର ୨୮ତମ ମ୍ୟାଚ୍‌ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯାଉଛି। ସେମିଫାଇନାଲରେ ପହଞ୍ଚିବାକୁ ହେଲେ ଭାରତୀୟ ଦଳକୁ ଏହି ମ୍ୟାଚ୍‌ ଜିତିବାକୁ ହେବ। ଏହି କର ବା ମର ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ମିତାଲି ରାଜ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ୫୦ ଓଭରରେ ଟିମ୍‌ ଇଣ୍ଡିଆ ୭ ଉଇକେଟ ହରାଇ ୨୭୪ ରନ୍‌ ସଂଗ୍ରହ କରିଛି। ମ୍ୟାଚ୍‌କୁ ଜିତିବା ଲାଗି ଦକ୍ଷିଣ ଆଫ୍ରିକା ଦଳକୁ ୨୭୫ ରନ୍‌ କରିବାକୁ ହେବ। ମ୍ୟାଚ୍‌ରେ ଭାରତର ସ୍ମୃତି ମନ୍ଧାନା(୭୧) ଏବଂ ଶୈଫାଳି ବର୍ମା(୫୩) ଉଲ୍ଲେଖନୀୟ ଭାଗିଦାରୀ କରି ଦଳକୁ ଭଲ ଆରମ୍ଭ ଦେଇଥିଲେ। ପରେ ମିତାଲି ରାଜ(୬୮) ଏବଂ ଅଧିନାୟକ ହରମନପ୍ରିତ କୌର(୪୮) ଚତୁର୍ଥ ଉଇକେଟ ପାଇଁ ୫୮ ରନ୍‌ର ଭାଗିଦାରି କରିଥିଲେ। ଶେଷ ଓଭରରେ ଭାରତ ଦୁର୍ବଳ ପଡ଼ିଥିଲେ ହେଁ ଦଳ ୨୭୫ରନ୍‌ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରଣ୍‌ଜୀ ଟ୍ରଫି: ଓଡ଼ିଶାର କ୍ରମାଗତ ଇନିଂସ ବିଜୟ

କଟକ ଅଫିସ,୨୧ା୧୨- ଚଳିତ ରଣ୍‌ଜୀ ସିଜନରେ ଓଡ଼ିଶାର ଅଭିଯାନ ଉତ୍ସାହଜନକ ରହିଛି। ପ୍ରଥମ ଦୁଇଟି ମ୍ୟାଚରେ ଦଳକୁ ଇନିଂସ ବିଜୟ ମିଳି ସାରିଲାଣି। ଡ୍ରିମ୍ସ ଗ୍ରାଉଣ୍ଡରେ...

ଦିନେ କୋହଲିଙ୍କୁ ବିବାହ କରିବାକୁ ଚାହୁଁଥିଲେ, ଏବେ ସଚିନଙ୍କ ପୁଅକୁ କରୁଛନ୍ତି ଡେଟ୍‌

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବେ ସଚିନ ତେନ୍ଦୁଲକରଙ୍କ...

ଗୋଟିଏ ମ୍ୟାଚ୍‌ରେ ଏକାଧିକ ରେକର୍ଡ ଭାଙ୍ଗିଲେ ଅଶ୍ୱିନ୍‌

ମୁମ୍ବାଇ,୬।୧୨: ଟିମ ଇଣ୍ଡିଆର ବରିଷ୍ଠ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ତାଙ୍କ ପ୍ରଦର୍ଶନ ସହିତ ପ୍ରମାଣ କରିଛନ୍ତି ଯେ, ସିଂହ କେବେ ପୁରୁଣା ହୁଏ ନାହିଁ। ନ୍ୟୁଜିଲାଣ୍ଡ...

ହାଇଦ୍ରାବାଦ୍‌କୁ ଝଟ୍‌କା, ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୨୩।୯: ଆଇପିଏଲ୍‌-୧୩ତମ ସଂସ୍କରଣ ଆରମ୍ଭରୁ ସନ୍‌ରାଉଜର୍ସ ହାଇଦ୍ରାବାଦ୍‌ ଟିମ୍‌କୁ ଝଟ୍‌କା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଠାରୁ ହାରିଥିବା ହାଇଦ୍ରାବାଦର ଅଭିଜ୍ଞ ଅଲ୍‌ରାଉଣ୍ଡ...

ତୃତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ସିଡନୀ, ୪।୧୨: ଆୟୋଜକ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଚାରୋଟି ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ବରାବର ହୋଇଛି। ଉଭୟ ଦଳ ମଧ୍ୟରେ ତୃତୀୟ ମ୍ୟାଚ...

ପଣ୍ଟିଂଙ୍କ ପୁରୁଷ ଦଳ ରେକର୍ଡର ସମକକ୍ଷ: ଅଷ୍ଟ୍ରେଲିଆ ମହିଳା ଦଳର କ୍ରମାଗତ ୨୧ତମ ବିଜୟ

ବ୍ରିସ୍‌ବେନ୍‌,୮।୧୦(ଏପି): ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୨୩୨ ରନରେ ପରାସ୍ତ କରି ଏକ ବିରଳ ରେକର୍ଡର ସମକକ୍ଷ ହୋଇଛି। ଅଷ୍ଟ୍ରେଲିଆ ମହିଳା ଦଳ...

ଜାତୀୟ ଶକ୍ତି ଉତ୍ତୋଳନରେ ରାଜ୍ୟର ୫୧ ପ୍ରତିଯୋଗୀ

ଭୁବନେଶ୍ୱର, ୧୮।୩ (କ୍ରୀଡ଼ା ପ୍ରତିନିଧି)- ଜାମସେଦପୁରରେ ବୁଧବାରଠାରୁ ଆରମ୍ଭ ହୋଇଥିବା ୩୮ତମ ମହିଳା ଓ ୪୬ତମ ପୁରୁଷ ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ରାଜ୍ୟର ୫୧...

ସଞ୍ଜୁ ସାମସନଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୦।୧: ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଦଳରୁ ବିଦା କରିଛି। ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କୁ ଆଗାମୀ ଆଇପିଏଲ...

Advertisement
Archives

Model This Week