Posted inଖେଳ

୩-୦ରେ ସିରିଜ୍‌ ଛଡ଼ାଇ ଆଣିଲା ଟିମ୍‌ ଇଣ୍ଡିଆ

ପାଲିକେଲ୍‌,୭।୭: ଅଧିନାୟିକା ହରମନପ୍ରୀତ କୌର (୮୮ ବଲ୍‌ରୁ ୭୫ରନ ଏବଂ ୫ ଓଭରରେ ୧/୨୧) ଓ ପୂଜା ବସ୍ତ୍ରକାର ୬୫ ବଲ୍‌ରୁ ୫୬*, ଏବଂ ୨/୩୨)ଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ବିପକ୍ଷ ୩ୟ ତଥା ଅନ୍ତିମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୩୯ରନ୍‌ରେ ବିଜୟ ହାସଲ କରିଛି। ଏଥିସହିତ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜ ୩-୦ରେ କ୍ଲିନ୍‌ ସୁଇପ୍‌ ବିଜୟ ହାସଲ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୯ ଉଇକେଟରେ ୨୫୫ ରନ କରିଥିଲା। ହରମନପ୍ରୀତ ଓ ବସ୍ତ୍ରକାର ୯ମ ଉଇକେଟରେ ମହତ୍ୱପୂର୍ଣ୍ଣ ୯୭ରନ୍‌ ଯୋଗ କରିଥିଲେ। ବୋଲର ଚମତ୍କାର ବୋଲିଂ କରି ଘରୋଇ ଦଳକୁ ୪୭.୩ ଓଭରରେ ୨୧୬ ରନ୍‌ ସ୍କୋରରେ ଅଲଆଉଟ କରିଦେଇଥିଲେ। ହରମନପ୍ରୀତ ଓ ପୂଜା ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ବ୍ରେକ୍‌ଥ୍ରୁ ଦେଇଥିଲେ। ହରମନପ୍ରୀତ ଉଭୟ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri