Posted inଖେଳ

ପୁରୁଷ ହକି ବିଶ୍ୱକପ୍‌: ୪-୨ ଗୋଲରେ ଭାରତ ବିଜୟୀ

ଭୁବନେଶ୍ୱର,୧୯।୧: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଭାରତ ୪-୨ ଗୋଲରେ ଓ୍ବେଲ୍ସକୁ ହରେଇଛି। ଭାରତୀୟ ଦଳ ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ଅଗ୍ରଣୀ ହାସଲ କରି ୱେଲ୍ସ ଦଳ ଉପରେ ଚାପ ପକାଇଥିଲା। ଟିମ୍‌ ଇଣ୍ଡିଆ ପାଇଁ ଶମଶେର ସିଂ ପ୍ରଥମ ଗୋଲ କରିଥିଲେ। ଏହାପରେ ଆକାଶଦୀପ ସିଂ ମ୍ୟାଚ୍‌ରେ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଭାରତ ପାଇଁ ଦୁଇଟି ବଡ଼ ଗୋଲ ଦେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri