Posted inଖେଳ

ମାତ୍ର ୧୫ ମିନିଟ୍‌ ମଧ୍ୟରେ ଭାରତକୁ ୨ ସ୍ବର୍ଣ୍ଣ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଦଶମ ଦିନ ଭାରତ ପାଇଁ ବହୁତ ଭଲ ରହିଛି। ବକ୍ସିଂରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମହିଳା ହକିରେ ବ୍ରୋଞ୍ଜ ପଦକ ମିଳିଛି। ବକ୍ସିଂରେ ମାତ୍ର ୧୫ ମିନନିଟ୍‌ ମଧ୍ୟରେ ଭାରତକୁ ୨ ସ୍ବର୍ଣ୍ଣ ପଦକ ମିଳିଛି। ମହିଳା ବକ୍ସିଂ ଫାଇନାଲ ମ୍ୟାଚ ଜିତି ଭାରତର ନୀତୁ ଘଙ୍ଗାସ ସ୍ବର୍ଣ୍ଣ ଜିତିଥିଲେ। ସେହିପରି ପୁରୁଷ ବକ୍ସିଂର ୪୮-୫୧ କିଲୋଗ୍ରାମ ଓଜନ ବର୍ଗରେ ଅମିତ ପଙ୍ଘାଲ ଇଂଲଣ୍ଡର କିରାନ ମ୍ୟାକଡୋନାଲ୍ଡଙ୍କୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି।
ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତ ଏପର୍ଯ୍ୟନ୍ତ ୪୩ଟି ପଦକ ଜିତିଛି। ଏଥିରେ ୧୫ଟି ସ୍ବର୍ଣ୍ଣ, ୧୧ଟି ରୌପ୍ୟ ଏବଂ ୧୭ଟି ବ୍ରୋଞ୍ଜ ପଦକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?