Posted inଖେଳ

ସିରିଜ୍‌ କବ୍‌ଜା କଲା ଭାରତ

ଡବ୍‌ଲିନ୍‌,୨୦ା୮: ଡବଲିନ୍‌ ଦ ଭିଲେଜ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ୩୩ ରନ୍‌ରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହି ସିରିଜ୍‌ କବ୍‌ଜା କରି ନେଇଛି। ଆୟର୍ଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୫ ରନ୍‌ କରିଥ୍‌ତ୍ଲା। ଜବାବରେ ଆୟର୍ଲାଣ୍ଡ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୫୨ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ସିରିଜ୍‌ର ପ୍ରଥମ ମ୍ୟାଚରେ ଭାରତ ପ୍ରଭାବୀ ବୋଲିଂ କରିଥିଲା। ଫଳରେ ଆୟର୍ଲାଣ୍ଡ ୭ ଉଇକେଟ ହରାଇ ୧୩୯ ରନ୍‌ ସ୍କୋର କରିଥିବା ବେଳେ ଭାରତ ୨ ଉଇକେଟ ବିନିମୟରେ ୪୭ ରନ୍‌ କରିଥିଲା। ବର୍ଷା ଯୋଗୁ ଡର୍କଓ୍ବର୍ଥ ଲୁଇସ୍‌ ନିୟମ ଅନୁସାରେ ଭାରତ ମ୍ୟାଚ୍‌କୁ ୨ ରନ୍‌ରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?