Posted inଖେଳ

ପ୍ରଥମ ଦିନିକିଆରେ ୫ ଉଇକେଟରେ ଜିତିଲା ଭାରତ

ବ୍ରିଜ୍‌ଟାଉନ୍‌,୨୭।୭: ବ୍ରଜ୍‌ଟାଉନ ସ୍ଥିତ କେସିଙ୍ଗଟନ ଓଭାର ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୫ ଉଇକେଟରେ ବିଜୟୀ ହୋଇଛି। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରିଥିଲା। ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୱେଷ୍ଟଇଣ୍ଡିଜ ୨୩ ଓଭରରେ ସମସ୍ତ ଉଇକେଟ ହରାଇ ୧୧୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଫଳରେ ଭାରତ ଆଗରେ ୧୧୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା। ଜବାବରେ ଭାରତ ୨୨.୫ ଓଭର ଖେଳି ୫ ଉଇକେଟ ହରାଇ ୧୧୮ ରନ୍‌ କରି ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।

ଇଶାନ୍‌ କିଶନ ୪୬ଟି ବଲରେ ସର୍ବାଧିକ ୫୨ ରନ୍‌ କରିଥିଲେ। ସେ ୭ ଚଉକା ଏବଂ ଗୋଟିଏ ଛକା ମାରିଥିଲେ। କୁଲଦୀପ ଯାଦବ ୪ ଉଇକେଟ ନେଇଥିବା ବେଳେ ରବିନ୍ଦ୍ର ଜାଡେଜା ୩ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା, ମୁକେଶ କୁମାର, ଶାଦ୍ଦୁଲ ଠାକୁର ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri