Posted inଖେଳ

ଶ୍ରୀଲଙ୍କାକୁ ହରାଇଲା ଟିମ୍‌ ଇଣ୍ଡିଆ

ଲକ୍ଷ୍ନୌ,୨୪।୨: ସ୍ଥାନୀୟ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଚାଲିଥିବା ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୨ ରନ୍‌ରେ ପରାସ୍ତ କରିଛି । ୨୦୦ ରନ୍‌ର ଜବାବରେ ଶ୍ରୀଲଙ୍କା ୨୦ ଓଭରରେ ୬ ଉଇକେଟ ହରାଇ ୧୩୭ ରନ୍‌ କରିଥିଲା। ଦଳ ପକ୍ଷରୁ ଚରିଥ ଅସଲଙ୍କା ସର୍ବାଧିକ ୫୩ ରନ୍‌ କରିଥିବା ବେଳେ ଚମିକା କରୁଣାରତ୍ନେ ୨୧ ଏବଂ ଦୁଷ୍ମନ୍ତ ଚମିରା ୨୪ ରନ୍‌ କରିବାରେ ସଫଳ ହୋଇଥିଲେ। ଭାରତ ପକ୍ଷରୁ ଭୁବନେଶ୍ବର କୁମାର ଓ ଭେଙ୍କଟେଶ୍ବର ଆୟର ୨ଟି ଲେଖାଏ ଉଇକେଟ ନେଇଥିଲେ ।

ଶ୍ରୀଲଙ୍କା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ବ୍ୟାଟିଂ କରି ଭାରତ ୨୦ ଓଭରରେ ୨ଟି ଉଇକେଟ ହରାଇ ୧୯୯ ରନ୍‌ କରିଥିଲା । ଭାରତର ଓପନର ଇଶାନ କିଶନ ୫୬ ବଲରେ ବିସ୍ଫୋରକ ୮୯ କରିଥିଲେ । ସେହିପରି ଅଧିନାୟକ ରୋହିତ ଶର୍ମା ୪୪ ରନ୍‌ କରିଥିବା ବେଳେ ଶ୍ରେୟସ ଆୟର ୫୭ ରନ୍‌ କରି ନଟ୍‌ ଆଉଟ ରହିଥିଲେ। ଶ୍ରୀଲଙ୍କା ପକ୍ଷରୁ ଲାହିରୁ କୁମାରା ଏବଂ ଦାସୁନ ସନକା ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri