Posted inଖେଳ

ଭାରତ ୭ ଓ୍ବିକେଟରେ ଜିତିଲା…

ଅହମଦାବାଦ,୧୪।୧୦ : ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଇଥିବା ବିଶ୍ୱକପ ୨୦୨୩ର ୧୨ତମ ମ୍ୟାଚରେ ଭାରତ ପାକିସ୍ତାନକୁ ୭ ଓ୍ବିକେଟରେ ପରାଜିତ କରିଛି।

ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି ନେଇଥିଲେ। ପାକିସ୍ତାନ ଦଳ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ବ୍ୟାଟିଂ କରି ୪୨.୫ ଓଭରରେ ୧୦ ଓ୍ବିକେଟ ହରାଇ ୧୯୧ ରନ କରିଥିଲା। ଫଳରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୯୨ ରନ ରହିଥିଲା।

ଧାର୍ଯ୍ୟ ଳକ୍ଷ୍ୟର ପିଛା କରି ଭାରତ ୩୦.୩ ଓଭରରେ ୩ ଓ୍ବିକେଟ ହରାଇ ୧୯୨ ରନ କରିଥିଲା।
ଭାରତ ପକ୍ଷରୁ ରୋହିତ ଶର୍ମା ୮୬ ରନ କରିଥିବାବେଳେ ଶୁବମାନ ଗିଲ ୧୬ ରନ,ବିରାଟ କୋହଲି ୧୬ ରନ, ଶ୍ରେୟଶ ଆୟର ୫୩, କେଏଲ ରାହୁଲ ୧୯ ରନ କରିଥିଲେ।

ପାକିସ୍ତାନ ପକ୍ଷରୁ ଅବଦୁଲା ଶାଫିକ ୨୦ ରନ କରିଥିବା ବେଳେ ଇମାମ ମୁଲ ହକ ୩୬, ବାବର ଆଜମ ୫୦, ମହମ୍ମଦ ରିଜଓ୍ବାନ ୪୯, ହାସନ ଅଲ୍ଲୀ ୧୨ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri